Mark 9:31 — Compare Translations

7 translations compared side by side

Odia - 1840
"କାରଣ ସେ ନିଜ ଶିଷ୍ଯମାନଙ୍କୁ ଏକୁଟିଆ ଅଲଗା ଉପଦେଶ ଦବୋକୁ ଚାହୁଁଥିଲେ। ସେ ସମାନଙ୍କେୁ କହିଲେ, ମନୁଷ୍ଯପୁତ୍ରଙ୍କୁ ମନୁଷ୍ଯମାନଙ୍କ ହସ୍ତ ରେ ସମର୍ପଣ କରାୟିବ। ସମାନେେ ତାହାଙ୍କୁ ବଧ କରିବା। କିନ୍ତୁ ମୃତ୍ଯୁର ତିନି ଦିନ ପରେ ସେ ପୁଣି ମୃତ୍ଯୁରୁ ପୁନରୁତ୍ଥିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଏହି ଅବସରରେ ଯୀଶୁ ଶିଷ୍ୟମାନଙ୍କୁ ବୁଝାଇ କହୁଥିଲେ, କିପରି ‘ମନୁଷ୍ୟପୁତ୍ର’ ଲୋକମାନଙ୍କ ହାତରେ ସମର୍ପିତ ହୋଇ ନିହତ ହେବେ, କିନ୍ତୁ କିପରି ତାଙ୍କ ମୃତ୍ୟୁର ତିନି ଦିନ ପରେ ସେ ପୁନରୁତ୍ôଥତ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେ ନିଜ ଶିଷ୍ୟମାନଙ୍କୁ ଏକୁଟିଆ ଅଲଗା ଉପଦେଶ ଦେବାକୁ ଗ୍ଭହୁଁଥିଲେ। ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ରଙ୍କୁ ମନୁଷ୍ୟମାନଙ୍କ ହସ୍ତରେ ସମର୍ପଣ କରାଯିବ। ସେମାନେ ତାହାଙ୍କୁ ବଧ କରିବେ। କିନ୍ତୁ ମୃତ୍ୟୁର ତିନି ଦିନ ପରେ ସେ ପୁଣି ମୃତ୍ୟୁରୁ ପୁନରୁ‌ତ୍‌ଥିତ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ತೊ ಶಿಸಾಕ್ನಿ ಶಿಕ್ವುಲಾಗಲ್ಲೊ. ತನ್ನಾ ಜೆಜುನ್ “ಮಾನ್ಸಾಚ್ಯಾ ಲೆಕಾಕ್ ಧರುನ್ ಲೊಕಾಂಚ್ಯಾ ಹಾತಾತ್ ದಿತ್ಯಾತ್, ಅನಿ ತಿ ಲೊಕಾ ತೆಕಾ ಜಿವಾನಿ ಮಾರ್‍ತ್ಯಾತ್, ಜಾಲ್ಯಾರ್‍ಬಿ ತಿನ್ವ್ಯಾ ದಿಸಿ ತೊ ಅನಿ ಪರ್ತುನ್ ಝಿತ್ತೊ ಹೊವ್ನ್ ಉಟುನ್ ಯೆತಾ” ಮನುನ್ ಸಾಂಗ್ಲ್ಯಾನ್.