Mark 9:33 — Compare Translations
7 translations compared side by side
Odia - 1840
"ଯୀଶୁ ଓ ତାହାଙ୍କ ଶିଷ୍ଯମାନେ କଫର୍ନାହୁମକୁ ଆସିଲେ। ସମାନେେ ଗୋଟିଏ ଘର ଭିତରକୁ ଗଲେ। ତାପରେ ଯୀଶୁ ଶିଷ୍ଯମାନଙ୍କୁ ପଚାରିଲେ, ଆଜି ରାସ୍ତା ରେ ଆସିବା ବେଳେ କେଉଁ ବିଷୟ ରେ ତୁମ୍ଭମାନେେ ୟୁକ୍ତିତର୍କ କରୁଥିଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେମାନେ କଫର୍ନାହୂମକୁ ଆସିଲେ । ଯୀଶୁ ଘରେ ପହଞ୍ଚି ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କପର୍ନାହୂମରେ ପହଞ୍ôଚ ଘରେ ପ୍ରବେଶ କରିବା ପରେ ଯୀଶୁ ଶିଷ୍ୟମାନଙ୍କୁ ପଚାରିଲେ, “ରାସ୍ତାରେ ଆସିବାବେଳେ ତୁମ୍ଭେମାନେ କେଉଁ ବିଷୟରେ ତର୍କବିତର୍କ କରୁଥିଲେ?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହନ୍ତି ସବୁଠାରୁ ଶ୍ରେଷ୍ଠ କିଏ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଆସିଲେ। ସେମାନେ ଗୋଟିଏ ଘର ଭିତରକୁ ଗଲେ। ତା’ପରେ ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଆଜି ରାସ୍ତାରେ ଆସିବା ବେଳେ କେଉଁ ବିଷୟରେ ତୁମ୍ଭେମାନେ ଯୁକ୍ତିତର୍କ କରୁଥିଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ?
Odia IRV 2017 (ଓଡିଆ ବାଇବେଲ)
ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಅನಿ ಶಿಸಾ ಕಫರ್ನವ್ ಮನ್ತಲ್ಯಾ ಗಾವಾಕ್ ಯೆಲ್ಯಾನಿ. ತೆನಿ ಎಕ್ ಘರಾತ್ ಹೊತ್ತ್ಯಾ ತನ್ನಾ ಜೆಜುನ್ ಅಪ್ಲ್ಯಾ ಶಿಸಾಕ್ನಿ “ಆಜ್ ತುಮಿ ಯೆತಾನಾ ವಾಟೆ ವರ್ತಿ ಕಾಯ್ ವಾದ್ ಕರುಕ್ ಲಾಗಲ್ಲ್ಯಾಸಿ?” ಮನುನ್ ಇಚಾರ್ಲ್ಯಾನ್.