Mark 9:35 — Compare Translations
7 translations compared side by side
Odia - 1840
"ଯୀଶୁ ବସିପଡିଲେ ଓ ବାରଜଣ ପ୍ ରରେିତଙ୍କୁ ପାଖକୁ ଡାକିଲେ। ଯୀଶୁ କହିଲେ, ଯଦି କହେି ସବୁଠାରୁ ବଡ ହବୋକୁ ଚା ହେଁ ତବେେ ସେ ଅନ୍ୟ ସମସ୍ତଙ୍କୁ ତା' ନିଜ ଅପେକ୍ଷା ବଡ ମନେ କରୁ ଓ ସମସ୍ତଙ୍କର ସବୋ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ଉପବେଶନ କରି ଦ୍ଵାଦଶଙ୍କୁ ଆହ୍ଵାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେଣସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ବସି ତାଙ୍କ ବାର ଜଣ ଶିଷ୍ୟଙ୍କୁ ପାଖକୁ ଡ଼ାକି ସେମାନଙ୍କୁ କହିଲେ, “ଯେ ପ୍ରଥମ ସ୍ଥାନ ଚାହେଁ, ସେ ପଛରେ ରହୁ ଏବଂ ସମସ୍ତଙ୍କର ସେବକ ହେଉ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ବସିପଡ଼ିଲେ ଓ ବାରଜଣ ପ୍ରେରିତଙ୍କୁ ପାଖକୁ ଡାକିଲେ। ଯୀଶୁ କହିଲେ, “ଯଦି କେହି ସବୁଠାରୁ ବଡ଼ ହେବାକୁ ଗ୍ଭହେଁ ତେବେ ସେ ଅନ୍ୟ ସମସ୍ତଙ୍କୁ ତା’ ନିଜ ଅପେକ୍ଷା ବଡ଼ ମନେ କରୁ ଓ ସମସ୍ତଙ୍କର ସେବା କରୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ଉପବେଶନ କରି ଦ୍ୱାଦଶ ଶିଷ୍ୟମାନଙ୍କୁ ଆହ୍ୱାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେ ସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ଉପବେଶ ନ କରିବାର ଜଣଙ୍କୁ ଆହ୍ୱାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେ ସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಬಸ್ಲೊ ಅನಿ ಬಾರಾ ಜಾನಾಕ್ನಿಬಿ ಅಪ್ನಾಕ್ಡೆ ಬಲ್ವುನ್ “ತುಮ್ಚ್ಯಾ ಮದ್ದಿ ಕೊನಾಕ್ ಮೊಟೊ ಮನುನ್ ಘೆವ್ಕ್ ಮನ್ ಹಾಯ್, ತೊ ಹುರಲ್ಲೆ ಸಗ್ಳೆ ಜಾನಾ ಅಪ್ನಾಚ್ಯಾನ್ಕಿ ಮೊಟೆ ಮನುನ್ ಯೌಜುಕ್ ಪಾಜೆ, ಅನಿ ತೆಂಚೊ ಸೆವಕ್ ಹೊವ್ಚೊ,” ಮನುನ್ ಸಾಂಗ್ಲ್ಯಾನ್.