Mark 9:37 — Compare Translations

7 translations compared side by side

Odia - 1840
"ମାେ ନାମ ରେ ଯେଉଁ ଲୋକ ଗୋଟିଏ ପିଲାକୁ ଏହିଭଳି ଗ୍ରହଣ କରେ, ସେ ମାେତେ ଗ୍ରହଣ କରେ। ଯେଉଁ ଲୋକ ମାେତେ ଗ୍ରହଣ କରେ, ସେ ଯେ, କବଳେ ମାେତେ ଗ୍ରହଣ କରେ, ତା ନୁହେଁ, ବରଂ ସେ ମାରେ ପ୍ ରରଣେ କର୍ତ୍ତାଙ୍କୁ ମଧ୍ଯ ଗ୍ରହଣ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକେହି ମୋʼ ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେକେହି ମୋତେ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଯେ କେହି ମୋ’ ନାମରେ ଏଭଳି ଗୋଟିଏ ଶିଶୁକୁ ସ୍ୱାଗତ କରେ, ସେ ମୋତେ ସ୍ୱାଗତ କରେ ଏବଂ ଯେ ମୋତେ ଗ୍ରହଣ କରେ, ସେ କେବଳ ମୋତେ ନୁହେଁ, ମୋର ପ୍ରେରଣକର୍ତ୍ତାଙ୍କୁ ମଧ୍ୟ ଗ୍ରହଣ କରେ।”
Odia Bible ERV 2004 (ପବିତ୍ର ବାଇବଲ)
“ମୋ’ ନାମରେ ଯେଉଁ ଲୋକ ଗୋଟିଏ ପିଲାକୁ ଏହିଭଳି ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ। ଯେଉଁ ଲୋକ ମୋତେ ଗ୍ରହଣ କରେ, ସେ ଯେ, କେବଳ ମୋତେ ଗ୍ରହଣ କରେ, ତା’ ନୁହେଁ, ବରଂ ସେ ମୋର ପ୍ରେରଣକର୍ତ୍ତାଙ୍କୁ ମଧ୍ୟ ଗ୍ରହଣ କରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ କେହି ମୋʼ ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ କେବଳ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।
Odia IRV 2017 (ଓଡିଆ ବାଇବେଲ)
ଯେ କେହି ମୋ' ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಜೊ ಮಾನುಸ್ ಎಕ್ ಬಾರಿಕ್ ಪೊರಾಕ್ ಮಾಜ್ಯಾ ನಾವಾನ್ ಸ್ವಿಕಾರ್ ಕರ್‍ತಾ, ತೊ ಮಾಕಾಚ್ ಸ್ವಿಕಾರ್ ಕರ್‍ತಾ, ಮಾಕಾ ಜೊ ಕೊನ್ ಸ್ವಿಕಾರ್ ಕರ್‍ತಾ ತೊ ಮಾಕಾ ಎವ್ಡೆಚ್ ನ್ಹಯ್, ಮಾಕಾ ಧಾಡಲ್ಲ್ಯಾಕುಚ್ ಸ್ವಿಕಾರ್ ಕರ್‍ತಾ” ಮಟ್ಲ್ಯಾನ್.