Mark 9:38 — Compare Translations

7 translations compared side by side

Odia - 1840
"ଯୋହନ ଯୀଶୁଙ୍କୁ କହିଲେ, ହେ ଗୁରୁ, ତୁମ୍ଭ ନାମ ନଇେ ଲୋକଙ୍କ ଦହରେୁ ଦୁଷ୍ଟାତ୍ମାମାନଙ୍କୁ ବାହାର କରୁଥିବା ଜଣେ ଲୋକଙ୍କୁ ଆମ୍ଭମାନେେ ଦେଖିଲୁ। ଆମ୍ଭମାନେେ ତାକୁ ମନାକରିଲୁ, କାରଣ ସେ ଆମ୍ଭମାନଙ୍କ ଭିତରର ଲୋକ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନ ଯୀଶୁଙ୍କୁ କହିଲେ, “ଗୁରୁ, ଆପଣଙ୍କ ନାମ ନେଇ ଜଣେ ଲୋକ ଭୂତ ଛଡ଼ାଉଥିବାର ଆମେ ଦେଖିଲୁ - ସେ ଆମ ଦଳର ହୋଇ ନ ଥିବାରୁ ଆମେ ତାକୁ ବାରଣ କଲୁ।”
Odia Bible ERV 2004 (ପବିତ୍ର ବାଇବଲ)
ଆମକୁ ବିରୋଧ କରୁ ନ ଥିବା ଲୋକ ଆମ ନିଜର ଲୋକ ଯୋହନ ଯୀଶୁଙ୍କୁ କହିଲେ, “ହେ ଗୁରୁ, ତୁମ୍ଭ ନାମ ନେଇ ଲୋକଙ୍କ ଦେହରୁ ଦୁଷ୍ଟାତ୍ମାମାନଙ୍କୁ ବାହାର କରୁଥିବା ଜଣେ ଲୋକଙ୍କୁ ଆମ୍ଭେମାନେ ଦେଖିଲୁ। ଆମ୍ଭେମାନେ ତାକୁ ମନା କରିଲୁ, କାରଣ ସେ ଆମ୍ଭମାନଙ୍କ ଭିତରର ଲୋକ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ।
Odia IRV 2017 (ଓଡିଆ ବାଇବେଲ)
ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುವಾಂವಾನ್ ಜೆಜುಕ್ “ಗುರುಜಿ, ಕೊನ್ಕಿ ಎಕ್ಲೊ ತುಜ್ಯಾ ನಾವಾನ್ ಗಿರೆ ಕಾಡ್ತಲೆ ಅಮಿ ಬಗಟ್ಲಾವ್, ತೊ ಅಮ್ಚೊ ಮಾನುಸ್ ನ್ಹಯ್, ತಸೆ ಮನುನ್ ತುಜೆ ನಾವ್ ಘೆವ್ನ್ ಹೆ ಸಗ್ಳೆ ಕರುನಕೊ ಮನುನ್ ಅಮಿ ತೆಕಾ ಸಾಂಗ್ಲಾಂವ್” ಮಟ್ಲ್ಯಾನ್.