Mark 9:4 — Compare Translations
7 translations compared side by side
Odia - 1840
"ଏଲିୟ ଓ ମାଶାେ ଯୀଶୁଙ୍କ ସହିତ ପ୍ରକାଶିତ ହେଲେ। ସମାନେେ ଯୀଶୁଙ୍କ ସହିତ କଥାବାର୍ତ୍ତା କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୋଶାଙ୍କ ସହିତ ଏଲୀୟ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ତିନି ଶିଷ୍ୟ ଦେଖିଲେ, ଏଲିୟ ଓ ମୋଶା ଆବିର୍ଭୂତ ହୋଇ ଯୀଶୁଙ୍କ ସହିତ କଥାବାର୍ତ୍ତା ହେଉଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ ଓ ମୋଶା ଯୀଶୁଙ୍କ ସହିତ ପ୍ରକାଶିତ ହେଲେ। ସେମାନେ ଯୀଶୁଙ୍କ ସହିତ କଥାବାର୍ତ୍ତା କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଶା ଏବଂ ଏଲୀୟ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିବାର ସେମାନେ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଶା ଏବଂ ଏଲିୟ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିବାର ସେମାନେ ଦେଖିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಎಲಿಯಾ ಅನಿ ಮೊಯ್ಜೆ ಜೆಜುಕ್ಡೆ ಬೊಲ್ತಲೆ ತಿನಿಬಿ ಶಿಸಾನಿ ಬಗಟ್ಲ್ಯಾನಿ.