Mark 9:40 — Compare Translations

7 translations compared side by side

Odia - 1840
"ଯେଉଁ ଲୋକ ଆମ୍ଭର ବିରୋଧ କରେ ନାହିଁ, ସେ ଆମ୍ଭର ସପକ୍ଷର ଲୋକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେ ଆମ୍ଭମାନଙ୍କର ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ଆମ ବିପକ୍ଷ ନୁହେଁ, ସେ ଆମ ସପକ୍ଷ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଆମ୍ଭର ବିରୋଧ କରେ ନାହିଁ, ସେ ଆମ୍ଭର ସପକ୍ଷର ଲୋକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ ଆମ୍ଭମାନଙ୍କ ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ ଆମ୍ଭମାନଙ୍କ ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಅಮ್ಕಾ ವಿರೊದ್ ನಾ ತೊ ಅಮ್ಚೊ ದೊಸ್ತುಚ್.