Mark 9:41 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି। ତୁମ୍ଭମାନେେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯଦି କହେି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦିଏ, ତବେେ ତାକୁ ଏଥି ପାଇଁ ନିଶ୍ଚୟ ପୁରସ୍କାର ମିଳିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେକେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ପ୍ରତିଜ୍ଞା କରି କହୁଛି, ମୋର ଅନୁଗାମୀ ବୋଲି ତୁମ୍ଭମାନଙ୍କୁ କେହି ଯଦି ପିଇବା ପାଇଁ ଗିଲାସେ ପାଣି ଦିଏ, ସେ ନିଶ୍ଚୟ ସେଥିପାଇଁ ପୁରସ୍କୃତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯଦି କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦିଏ, ତେବେ ତାକୁ ଏଥିପାଇଁ ନିଶ୍ଚୟ ପୁରସ୍କାର ମିଳିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆಚ್ ಮಿಯಾ ತುಮ್ಕಾ ಸಾಂಗ್ತಾ, ತುಮಿ ಮಾಜ್ಯೆ ಮನುನ್ ಕಳುನ್, ಕೊನ್ ತರ್ ತುಮ್ಕಾ ಎಕ್ ತಾಂಬ್ಯಾ ಪಾನಿ ದಿಲ್ಯಾರ್ಬಿ, ತೆಂಕಾ ತೆಚೊ ಪ್ರತಿಫಳ್ ಖರೆಚ್ ವಾವುನುಚ್ ಗಾವ್ತಾ.” ಮಟ್ಲ್ಯಾನ್.