Mark 9:45 — Compare Translations

7 translations compared side by side

Odia - 1840
"ଯଦି ତୁମ୍ଭର ପାଦ ତୁମ୍ଭକୁ ପାପ କରାଏ, ତବେେ ତାକୁ କାଟି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ, ଦୁଇ ପାଦ ଘେନି ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ତୁମର ଗୋଟିଏ ଗୋଡ଼ ଲାଗି ବିଶ୍ୱାସ ହରାଉଥାଅ, ସେହି ଗୋଡ଼କୁ କାଟି ଦିଅ। ଦୁଇଟି ଗୋଡ଼ ଥାଇ ନରକରେ ନିକ୍ଷିପ୍ତ ହେବାଠାରୁ, ଗୋଟିଏ ଗୋଡ଼ ନ ଥାଇ ଅନନ୍ତ ଜୀବନ ଲାଭ କରିବା ଶ୍ରେୟସ୍କର।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭର ପାଦ ତୁମ୍ଭକୁ ପାପ କରାଏ, ତେବେ ତାକୁ କାଟିଦିଅ। ଦୁଇ ପାଦ ଥାଇ ନର୍କରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ଛୋଟା ହୋଇ ଅନନ୍ତ ଜୀବନ ଲାଭ କରିବା ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ, ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ,ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಜೊ ಪಾಯ್ ತುಜೊ ವಿಶ್ವಾಸ್ ಕಳ್ದುನ್ ಘೆವ್ಕ್ ಕಾರನ್ ಹೊತಾ ಜಾಲ್ಯಾರ್, ತೊ ಪಾಯ್ ಕಾತ್ರುನ್ ಕಾಡ್, ದೊನ್ ಪಾಯಾ ಘೆವ್ನ್ ಕನ್ನಾಚ್ ಇಜಿನಸಲ್ಲಿ ಆಗ್ ಹೊತ್ತ್ಯಾ ನರ್ಕಾಕ್ ಜಾತಲ್ಲ್ಯಾಚ್ಯಾನ್ಕಿ ಎಕ್ ಪಾಯ್ ನಸ್ತಾನಾ ಸೊಟ್ಟೊ ಹೊವ್ನ್ ನಿರಂತರ್ ಜಿವನಾಕ್ ಜಾತಲೆ ಬರೆ.