Mark 9:5 — Compare Translations
7 translations compared side by side
Odia - 1840
"ପିତର ଯୀଶୁଙ୍କୁ କହିଲେ, ଗୁରୁ, ବହୁତ ଭଲ ହେଲା ଯେ ଆମ୍ଭେ ଏଠା ରେ ଅଛୁ। ଆମ୍ଭେ ଏଠା ରେ ତିନୋଟି ତମ୍ବୁ ଟାଣି ଦବେୁ, ଗୋଟିଏ ତୁମ୍ଭ ପାଇଁ, ଗୋଟିଏ ମାଶାଙ୍କେ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ଯୀଶୁଙ୍କୁ କହିଲେ, “ଗୁରୁ, ଏହା କେଡ଼େ ଆନନ୍ଦର କଥା ଯେ ଆଜି ଆମେ ଏଠି ଅଛୁ। ଏଠି ତିନୋଟି କୁଟୀର ନିର୍ମାଣ କରିବା। ଗୋଟିଏ ଆପଣଙ୍କ ପାଇଁ, ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟ ଗୋଟିଏ ଏଲିୟଙ୍କ ପାଇଁ।”
Odia Bible ERV 2004 (ପବିତ୍ର ବାଇବଲ)
ପିତର ଯୀଶୁଙ୍କୁ କହିଲେ, “ଗୁରୁ, ବହୁତ ଭଲ ହେଲା ଯେ ଆମ୍ଭେ ଏଠାରେ ଅଛୁ। ଆମ୍ଭେ ଏଠାରେ ତିନୋଟି ତମ୍ବୁ ଟାଣି ଦେବୁ, ଗୋଟିଏ ତୁମ୍ଭ ପାଇଁ, ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ ମୋଶାଙ୍କ ପାଇଁ ଗୋଟିଏ ଓ ଏଲିୟଙ୍କ ପାଇଁ ଗୋଟିଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪೆದ್ರುನ್ ಜೆಜುಕ್ “ಗುರುಜಿ! ಅಮಿ ಹಿತ್ತೆ ರ್ಹಲ್ಲೆ ಕವ್ಡೆ ಬರೆ ಹಾಯ್ ನ್ಹಯ್! ಹಿತ್ತೆ ಅಮಿ ತಿನ್ ಝೊಪ್ಡಿ ಘಾಲುವಾ, ಎಕ್ ತುಕಾ, ಎಕ್ ಮೊಯ್ಜೆಕ್, ಅನಿ ಎಕ್ ಎಲಿಯಾಕ್” ಮಟ್ಲ್ಯಾನ್.