Mark 9:6 — Compare Translations

7 translations compared side by side

Odia - 1840
"ପିତର ଜାଣି ପାରୁ ନଥିଲେ ଯେ କ'ଣ କହିବାକୁ ହବେ। କାରଣ ସେ ଓ ଅନ୍ୟ ଦୁଇଜଣ ଶିଷ୍ଯ ବହୁତ ଡରି ଯାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ କି ଉତ୍ତର ଦେବେ ବୋଲି ଜାଣି ନ ଥିଲେ, ଯେଣୁ ସେମାନେ ଅତ୍ୟ; ଭୀତ ହୋଇଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର କ’ଣ କହିବେ, ଭାବି ନ ପାରି ଏହି କଥା କହିଥିଲେ। କାରଣ ଶିଷ୍ୟମାନେ ଭୀତତ୍ରସ୍ତ ହୋଇ ପଡ଼ିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପିତର ଜାଣି ପାରୁ ନ ଥିଲେ ଯେ କ’ଣ କହିବାକୁ ହେବ। କାରଣ ସେ ଓ ଅନ୍ୟ ଦୁଇଜଣ ଶିଷ୍ୟ ବହୁତ ଡରି ଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯୀଶୁ କି ଉତ୍ତର ଦେବେ ବୋଲି ଜାଣି ନ ଥିଲେ, ସେଥିପାଇଁ ସେମାନେ ଅତ୍ୟନ୍ତ ଭୀତ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯୀଶୁ କି ଉତ୍ତର ଦେବେ ବୋଲି ଜାଣି ନ ଥିଲେ, ଯେଣୁ ସେମାନେ ଅତ୍ୟନ୍ତ ଭୀତ ହୋଇଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರು ಅನಿ ಹುರಲ್ಲಿ ಶಿಸಾ ಎವ್ಡೆ ಭಿಂಯಾವಲ್ಲಿ ಕಿ ಕಾಯ್ ಬೊಲುಚೆ ಮನುನ್ ತೆಕಾಚ್ ಕಳಿನಸಿ.