Mark 9:7 — Compare Translations

7 translations compared side by side

Odia - 1840
"ତା'ପରେ ଖଣ୍ଡେ ମେଘ ଭାସି ଆସିଲା ଓ ସମସ୍ତଙ୍କୁ ଘୋଡାଇ ପକାଇଲା। ମେଘ ଭିତରୁ ଏହି ଭଳି ବାଣୀ ଶୁଣା ଗଲା, ଏ ମାରେ ପୁତ୍ର, ମୁଁ ତାହାଙ୍କୁ ପ୍ ରମେ କରେ। ତୁମ୍ଭମାନେେ ତାହାଙ୍କ କଥା ମାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଖଣ୍ତେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କ ବାକ୍ୟ ଶ୍ରବଣ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ହଠାତ୍ ଆକାଶରେ ଗୋଟିଏ ମେଘ ଦେଖାଗଲା ଓ ତା’ର ଛାୟା ସେମାନଙ୍କୁ ଆଚ୍ଛାଦନ କଲା। ପୁଣି ସେହି ମେଘ ଭିତରୁ ଗୋଟିଏ ବାଣୀ ଶୁଣାଗଲା: “ଏ ମୋର ପ୍ରିୟ ପୁତ୍ର, ଏହାଙ୍କ କଥାକୁ ମନଧ୍ୟାନ ଦେଇ ଶୁଣ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଖଣ୍ଡେ ମେଘ ଭାସି ଆସିଲା ଓ ସମସ୍ତଙ୍କୁ ଘୋଡ଼ାଇ ପକାଇଲା। ମେଘ ଭିତରୁ ଏହିଭଳି ବାଣୀ ଶୁଣା ଗଲା, “ଏ ମୋର ପୁତ୍ର, ମୁଁ ତାହାଙ୍କୁ ପ୍ରେମ କରେ। ତୁମ୍ଭେମାନେ ତାହାଙ୍କ କଥା ମାନ!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କ ବାକ୍ୟ ଶ୍ରବଣ କର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କ ବାକ୍ୟ ଶ୍ରବଣ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಎಕ್ ಮೊಡ್ ಯೆಲೆ ಅನಿ ತೆಚ್ಯಾ ಸಾವ್ಳಿನ್ ತೆಂಕಾ ಧಾಪ್ಲಿನ್, ಅನಿ ಮೊಡಾತ್ನಾ “ಹ್ಯೊ, ಮಾಜೊ ಲೈ ಅಪುರ್‍ಬಾಯೆಚೊ ಲೆಕ್, ತೆನಿ ಸಾಂಗಟಲ್ಲೆ ಆಯ್ಕಾ!” ಮನುನ್ ಧನ್ ಅಯ್ಕೊ ಯೆಲೊ.

Recommended Reading