Mark 9:8 — Compare Translations
7 translations compared side by side
Odia - 1840
"ଏବଂ ସହେି ସମୟରେ ପିତର, ଯାକୁବ ଓ ଯୋହନ ତାରିଆଡକୁ ଚାହିଁଲେ କିନ୍ତୁ ସଠାେରେ ସମାନେେ ତାହାଙ୍କ ସହିତ କବଳେ ଯୀଶୁଙ୍କ ଛଡା ଆଉ କାହାରିକୁ ଦେଖିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହଠାତ୍ ସେମାନେ ଚାରିଆଡ଼େ ଚାହିଁ ସେମାନଙ୍କ ସାଙ୍ଗରେ କେବଳ ଯୀଶୁଙ୍କ ବିନା ଆଉ କାହାରିକି ଦେଖିଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଶିଷ୍ୟମାନେ ଚାରି ଆଡ଼କୁ ତତ୍କ୍ଷଣାତ୍ ଚାହିଁ କେବଳ ଯୀଶୁଙ୍କ ବ୍ୟତୀତ ସେଠାରେ ଅନ୍ୟ କାହାକୁ ଦେଖିଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେହି ସମୟରେ ପିତର, ଯାକୁବ ଓ ଯୋହନ ଗ୍ଭରିଆଡ଼କୁ ଗ୍ଭହିଁଲେ କିନ୍ତୁ ସେଠାରେ ସେମାନେ ତାହାଙ୍କ ସହିତ କେବଳ ଯୀଶୁଙ୍କ ଛଡ଼ା ଆଉ କାହାରିକୁ ଦେଖିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହଠାତ୍ ସେମାନେ ଚାରିଆଡ଼େ ଚାହିଁ ସେମାନଙ୍କ ସାଙ୍ଗରେ କେବଳ ଯୀଶୁଙ୍କ ବିନା ଆଉ କାହାରିକୁ ଦେଖିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହଠାତ୍ ସେମାନେ ଚାରିଆଡ଼େ ଚାହିଁ ସେମାନଙ୍କ ସାଙ୍ଗରେ କେବଳ ଯୀଶୁଙ୍କ ବିନା ଆଉ କାହାରିକି ଦେଖିଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಎಗ್ದಮ್ ತೆನಿ ಫಿರುನ್ ಬಗ್ಲ್ಯಾರ್, ಜೆಜು ಎಕ್ಲೊಚ್ ತೆಂಕಾ ದಿಸ್ಲೊ.