Matthew 1:16 — Compare Translations

7 translations compared side by side

Odia - 1840
"ଯାକୁବ ଯୋଷଫଙ୍କେ ବାପା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରୀୟମଙ୍କ ସ୍ଵାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରୀୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଯୋସେଫ ମରିୟମଙ୍କୁ ବିବାହ କରିଥିଲେ। ମରିୟମଙ୍କ ଗର୍ଭରେ ଯୀଶୁ ଜନ୍ମ ଗ୍ରହଣ କଲେ। ଯୀଶୁଖ୍ରୀଷ୍ଟ ମସୀହ ନାମରେ ମଧ୍ୟ ପରିଚିତ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ଯୋଷେଫଙ୍କ ବାପା। ଯୋଷେଫ ମରିୟମଙ୍କ ସ୍ୱାମୀ। ମରିୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ। ଯୀଶୁଙ୍କୁ ଖ୍ରୀଷ୍ଟ କୁହାଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରୀୟମଙ୍କ ସ୍ୱାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରୀୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ।
Odia IRV 2017 (ଓଡିଆ ବାଇବେଲ)
ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରିୟମଙ୍କ ସ୍ୱାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରିୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಾಕೊಬ್ ಜುಜೆಚೊ ಬಾಬಾ, ಜುಜೆಚಿ ಬಾಯ್ಕೊ ಮರಿ ಅನಿ ಮಾನಾ ಮರಿಚ್ಯಾ ಪೊಟಾನ್ ಜಲಮಲ್ಲೊ “ಜೆಜು” ತೆಕಾ ಸುಟ್ಕಾದಿನಾರೊ ಕ್ರಿಸ್ತ್: ಮನ್ತ್ಯಾತ್.