Matthew 1:17 — Compare Translations
7 translations compared side by side
Odia - 1840
"ଏହିଭଳି ଭାବରେ ଅବ୍ରହାମଙ୍କ ଠାରୁ ଦାଉଦଙ୍କ ପର୍ୟ୍ଯନ୍ତ ହେଲେ ମାଟେ ଚଉଦ ପୁରୁଷ। ଦାଉଦଙ୍କଠାରୁ କ୍ରୀତଦାସ ରୂପେ ବାବିଲୋନ ରେ ପହଞ୍ଚିବା ପର୍ୟ୍ଯନ୍ତ ଚଉଦ ପୁରୁଷ ଓ କ୍ରୀତଦାସ ରୂପେ ବାବିଲୋନ ରେ ପହଞ୍ଚିବା ପରଠାରୁ ଖ୍ରୀଷ୍ଟଙ୍କ ଜନ୍ମ ପର୍ୟ୍ଯନ୍ତ ହେଲେ ଚଉଦ ପୁରୁଷ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପ୍ରକାରେ ସର୍ବସୁଦ୍ଧା ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ, ଆଉ ଦାଉଦଙ୍କଠାରୁ ବାବିଲୋନ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ, ପୁଣି ବାବିଲୋନ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିପରି ଅବ୍ରାହାମଙ୍କଠାରେ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ; ଦାଉଦଙ୍କଠାରୁ ବାବିଲୋନ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ ଏବଂ ବାବିଲୋନ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ଜନ୍ମ ପର୍ଯ୍ୟନ୍ତ ଚଉଦ ପୁରୁଷ।
Odia Bible ERV 2004 (ପବିତ୍ର ବାଇବଲ)
ଏହିଭଳି ଭାବରେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ହେଲେ ମୋଟ ଚଉଦ ପୁରୁଷ। ଦାଉଦଙ୍କଠାରୁ କ୍ରୀତଦାସ ରୂପେ ବାବିଲୋନରେ ପହଞ୍ଚିବା ପର୍ଯ୍ୟନ୍ତ ଚଉଦ ପୁରୁଷ ଓ କ୍ରୀତଦାସ ରୂପେ ବାବିଲୋନରେ ପହଞ୍ଚିବା ପରଠାରୁ ଖ୍ରୀଷ୍ଟଙ୍କ ଜନ୍ମ ପର୍ଯ୍ୟନ୍ତ ହେଲେ ଚଉଦ ପୁରୁଷ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ସମସ୍ତେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ, ଆଉ ଦାଉଦଙ୍କ ଠାରୁ ବାବିଲ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ, ପୁଣି, ବାବିଲ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ସମସ୍ତେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ, ଆଉ ଦାଉଦଙ୍କ ଠାରୁ ବାବିଲୋନ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ, ପୁଣି, ବାବିଲୋନ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಸೆ ಅಬ್ರಾಹಾಮಾಕ್ನಾ ದಾವಿದಾ ಪತರ್ ಚೆವ್ದಾ ಟಕ್ಲಿ, ದಾವಿದಾಕ್ನಾ ಬಾಬಿಲೊನಾಕ್ ಧರುನ್ ಘೆವ್ನ್ ಗೆಲ್ಲ್ಯಾ ಕಾಲಾ ಪತರ್ ಚೆವ್ದಾ ಟಕ್ಲಿ, ಅನಿ ಬಾಬಿಲೊನಾಕ್ ಧರುನ್ ಘೆವ್ನ್ ಗೆಲ್ಲ್ಯಾಕ್ನಾ ಕ್ರಿಸ್ತಾ ಪತರ್ ಚೆವ್ದಾ ಟಕ್ಲಿ.