Matthew 1:19 — Compare Translations

7 translations compared side by side

Odia - 1840
"କିନ୍ତୁ ତାହଙ୍କର ଭାବୀପତି ୟୋ ସଫେ ଜଣେ ଧାର୍ମିକ ଲୋକ ଥିଲେ। ଲୋକମାନଙ୍କ ଆଗ ରେ ମରିୟମଙ୍କୁ ଅପମାନ କରିବା ସେ ଗ୍ଭହୁଁନଥିଲେ। ସେ ତାହାଙ୍କୁ ଛାଡପତ୍ର ଦବୋ ପାଇଁ ଗୋପନରା ଯୋଜନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ତାଙ୍କ ସ୍ଵାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋସେଫ ସବୁବେଳେ ନ୍ୟାୟସଙ୍ଗତ କାର୍ଯ୍ୟ କରୁଥିଲେ। ଅତଏବ ମରିୟମଙ୍କୁ ଲୋକନିନ୍ଦାରୁ ରକ୍ଷା କରିବାଲାଗି ଗୁପ୍ତରେ ନିର୍ବନ୍ଧଟିକୁ ଭାଙ୍ଗିଦେବା ପାଇଁ ଉପାୟ ପାଞ୍ôଚଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତାହଙ୍କର ଭାବୀପତି ଯୋଷେଫ ଜଣେ ଧାର୍ମିକ ଲୋକ ଥିଲେ। ଲୋକମାନଙ୍କ ଆଗରେ ମରିୟମଙ୍କୁ ଅପମାନ କରିବା ସେ ଗ୍ଭହୁଁ ନ ଥିଲେ। ସେ ତାହାଙ୍କୁ ଛାଡ଼ପତ୍ର ଦେବା ପାଇଁ ଗୋପନରେ ଯୋଜନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುಜೆ ಕನ್ನಾಬಿ ಖಲೆ ಸಮಾ ಹಾಯ್ ತೆಚ್ ಕರ್ನಾರೊ ಮಾನುಸ್, ಖರೆ ಮರಿಕ್ ಲೊಕಾಂಚ್ಯಾ ಫಿಡ್ಯಾತ್ ಅವ್ಮಾನ್ ಕರುಕ್ ತೆಕಾ ಮನ್ ನತ್ತೊ, ತಸೆ ಮನುನ್ ಕೊನಾಕ್ಬಿ ಕಳಿನಸ್ತಾನಾ ತಿಕಾ ಸೊಡುನ್ ದಿವ್ಚೆ ಮನುನ್ ತೊ ಯವ್ಜುಕ್ ಲಾಗಲ್ಲೊ,