Matthew 1:20 — Compare Translations

7 translations compared side by side

Odia - 1840
"କିନ୍ତୁ ଯୋଷଫେ ଯେତବେେଳେ ଏକଥା ଭାବୁଥିଲେ, ସେତବେେଳେ ସ୍ବପ୍ନ ରେ ଦର୍ଶନ ପାଇଲେ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କ ପାଖକୁ ଆସି କହିଲେ, ହେ ଦାଉଦଙ୍କ ସନ୍ତାନ ଯୋଷଫେ ତୁମ୍ଭେ ମରିୟମଙ୍କୁ ଆପଣା ସ୍ତ୍ରୀ ରୂପେ ଗ୍ରହଣ କରିବାକୁ ଭୟ କରନାହିଁ। କାରଣ ତାହାଙ୍କ ଗର୍ଭ ରେ ଥିବା ଶିଶୁଟି ପବିତ୍ର ଆତ୍ମାଙ୍କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ଵପ୍ନରେ ତାଙ୍କୁ ଦର୍ଶନ ଦେଇ କହିଲେ, ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାର ଗର୍ଭ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଏହା ଭାବିବାବେଳେ ଜଣେ ସ୍ୱର୍ଗଦୂତ ତାଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ, “ହେ ଦାଉଦବଂଶଜ ଯୋସେଫ! ମରିୟମଙ୍କୁ ପତ୍ନୀ ସ୍ୱରୂପେ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ପବିତ୍ରାତ୍ମାଙ୍କ ଦ୍ୱାରା ତାଙ୍କର ଗର୍ଭ ସଞ୍ଚାର ହୋଇଛି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୋଷେଫ ଯେତେବେଳେ ଏ କଥା ଭାବୁଥିଲେ, ସେତେବେଳେ ସ୍ୱପ୍ନରେ ଦର୍ଶନ ପାଇଲେ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କ ପାଖକୁ ଆସି କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭେ ମରିୟମଙ୍କୁ ଆପଣା ସ୍ତ୍ରୀ ରୂପେ ଗ୍ରହଣ କରିବାକୁ ଭୟ କର ନାହିଁ। କାରଣ ତାହାଙ୍କ ଗର୍ଭରେ ଥିବା ଶିଶୁଟି ପବିତ୍ରଆତ୍ମାଙ୍କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, "ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରିୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತೊ ಯವಜ್ತಾನಾ, ತೆಚ್ಯಾ ಸಪ್ನಾತ್ ದೆವಾಚೊ ಎಕ್ ದುತ್ ದಿಸ್ಲೊ ಅನಿ, “ದಾವಿದಾಚ್ಯಾ ಘರಾನ್ಯಾಚ್ಯಾ ಜುಜೆ ಮರಿಕ್ ತುಜಿ ಬಾಯ್ಕೊ ಕರುನ್ ಘೆವ್ಕ್ ಭಿಂವ್‍ನಕೊ, ಕಶ್ಯಾಕ್ ಮಟ್ಲ್ಯಾರ್ ತಿ ಪವಿತ್ರ್ ಆತ್ಮ್ಯಾನಿ ಗರ್‍ವಾರ್ ಹೊಲಾ.