Matthew 1:21 — Compare Translations
7 translations compared side by side
Odia - 1840
"ମରିୟମ ପୁତ୍ର ସନ୍ତାନଟିଏ ଜନ୍ମ ଦବେେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। କାରଣ ସେ ନିଜ ଲୋକମାନଙ୍କୁ ସମାନଙ୍କେ ପାପରୁ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କର ଗୋଟିଏ ପୁତ୍ର ଜାତ ହେବ। ତାଙ୍କ ନାମ ‘ଯୀଶୁ’ ରଖିବ, କାରଣ ସେ ନିଜ ଲୋକମାନଙ୍କୁ ପାପରୁ ରକ୍ଷା କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ମରିୟମ ପୁତ୍ର ସନ୍ତାନଟିଏ ଜନ୍ମ ଦେବେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। କାରଣ ସେ ନିଜ ଲୋକମାନଙ୍କୁ ସେମାନଙ୍କ ପାପରୁ ରକ୍ଷା କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”
Odia IRV 2017 (ଓଡିଆ ବାଇବେଲ)
ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ ।"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಎಕ್ ಝಿಲ್ಗ್ಯಾಕ್ ಜಲಮ್ ದಿತಾ, ತೆಕಾ ತಿಯಾ ‘ಜೆಜು’ ಮನುನ್ ನಾವ್ ಥವ್ಕ್ ಪಾಜೆ, ಕಶ್ಯಾಕ್ ಮಟ್ಲ್ಯಾರ್ ತೊ ಅಪ್ನಾಚ್ಯಾ ಲೊಕಾಕ್ನಿ ತೆಂಚ್ಯಾ ಪಾಪಾನಿತ್ನಾ ಸುಟ್ಕಾ ದಿತಾ”, ಮನುನ್ ಸಾಂಗ್ಲ್ಯಾನ್.