Matthew 1:22 — Compare Translations

7 translations compared side by side

Odia - 1840
"ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ ପ୍ରଭୁ ଯାହା କହିଥିଲେ, ତାହା ସଫଳ କରିବା ନିମନ୍ତେ ଏହା ଘଟିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭାବବାଦୀଙ୍କ ଦ୍ଵାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଜଣେ ଭାବବାଦୀଙ୍କ ଦ୍ୱାରା ଯେଉଁ ଭବିଷ୍ୟବାଣୀ ଶୁଣାଇଥିଲେ, ତାହା ସଫଳ ହେବା ପାଇଁ ଏସବୁ ଘଟିଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କ ମାଧ୍ୟମରେ ପ୍ରଭୁ ଯାହା କହିଥିଲେ, ତାହା ସଫଳ କରିବା ନିମନ୍ତେ ଏହା ଘଟିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା,
Odia IRV 2017 (ଓଡିଆ ବାଇବେଲ)
ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥି ନିମନ୍ତେ ଏସମସ୍ତ ଘଟିଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರವಾದ್ಯಾಚ್ಯಾ ತೊಂಡಾತ್ನಾ ಸರ್ವೆಸ್ವರಾನ್ ಸಾಂಗಲ್ಲೆ ಸಗ್ಳೆ ಖರೆ ಹೊವ್‍ಸಾಟ್ನಿ ಮನುನ್ ಹೆ ಸಗ್ಳೆ ಅಶೆ ಹೊಲೆ.