Matthew 1:23 — Compare Translations

7 translations compared side by side

Odia - 1840
"ଜଣେ କୁମାରୀ କନ୍ଯା ଗର୍ଭବତୀ ହାଇେ ପୁତ୍ର ସନ୍ତାନଟିଏ ଜନ୍ମ ଦବେ। ଲୋକେ ତାହାଙ୍କ ନାମ ଇମ୍ମାନୁଯଲେ ଦବେେ। (ଇମ୍ମାନୁଯଲରେ ଅର୍ଥ, ପରମେଶ୍ବର ଆମ୍ଭ ସହିତ ଅଛନ୍ତି।)"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁୟେଲ ଦେବେ, ଏହି ନାମର ଅର୍ଥ ‘ଆମ୍ଭମାନଙ୍କ ସହିତ ଈଶ୍ଵରʼ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଭବିଷ୍ୟବାଣୀ ହେଉଛି, “ଜଣେ କୁମାରୀ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ। ସେହି ପୁତ୍ର ‘ଇମ୍ମାନୁୟେଲ’ ନାମରେ ଅଭିହିତ ହେବେ। ଇମ୍ମାନୁୟେଲ ଅର୍ଥ ଈଶ୍ୱର ଆମ୍ଭମାନଙ୍କର ସହିତ ଅଛନ୍ତି”।
Odia Bible ERV 2004 (ପବିତ୍ର ବାଇବଲ)
“ଜଣେ କୁମାରୀ କନ୍ୟା ଗର୍ଭବତୀ ହୋଇ ପୁତ୍ର ସନ୍ତାନଟିଏ ଜନ୍ମ ଦେବ। ଲୋକେ ତାହାଙ୍କ ନାମ ଇମ୍ମାନୁୟେଲ ଦେବେ।” (ଇମ୍ମାନୁୟେଲର ଅର୍ଥ, “ପରମେଶ୍ୱର ଆମ୍ଭ ସହିତ ଅଛନ୍ତି।”)
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”
Odia IRV 2017 (ଓଡିଆ ବାଇବେଲ)
"ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ", ଏହି ନାମର ଅର୍ଥ "ଆମ୍ଭମାନଙ୍କ ସହିତ ଈଶ୍ୱର" ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಎಕ್ ನಿಂಬೆ ಚೆಡು ಗರ್‍ವಾರ್ ಹೊತಾ, ಅನಿ ಎಕ್ ಪೊರಾಕ್ ಜಲಮ್ ದಿತಾ ಅನಿ ತೆಕಾ ‘ಇಮ್ಮಾನುಎಲ್’ ಮನುನ್ ಬಲ್ವುತ್ಯಾತ್, ತಸೆ ಮಟ್ಲ್ಯಾರ್ ದೆವ್ ಅಮ್ಚ್ಯಾ ವಾಂಗ್ಡಾ ಹಾಯ್”.