Matthew 1:24 — Compare Translations
7 translations compared side by side
Odia - 1840
"ଯୋଷଫେ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେଉଁଭଳି ଆଦସେ ଦେଲେ, ସପରେି କଲେ। ସେ ମରିୟମଙ୍କୁ ବିବାହ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯୋଷେଫ ନିଦ୍ରାରୁ ଉଠି ପ୍ରଭୁଙ୍କ ଦୂତ ତାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋସେଫଙ୍କ ନିଦ୍ରାଭଙ୍ଗ ହେବା ପରେ ସେ ସ୍ୱର୍ଗଦୂତଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟ କଲେ। ସେ ମରିୟମଙ୍କୁ ବିବାହ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେଉଁଭଳି ଆଦେଶ ଦେଲେ, ସେହିପରି କଲେ। ସେ ମରିୟମଙ୍କୁ ବିବାହ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುಜೆ ನಿಜೆತ್ನಾ ಉಟಲ್ಲ್ಯಾ ತನ್ನಾ ಸರ್ವೆಸ್ವರಾಚ್ಯಾ ದುತಾನ್ ಸಾಂಗಲ್ಲ್ಯಾ ಸರ್ಕೆ ಮರಿಕ್ಡೆ ಲಗಿನ್ ಹೊಲೊ.