Matthew 1:25 — Compare Translations
7 translations compared side by side
Odia - 1840
"କିନ୍ତୁ ମରିୟମ ପୁତ୍ର ସନ୍ତାନକୁ ଜନ୍ମ ନ ଦବୋ ପର୍ୟ୍ଯନ୍ତ ସେ ତାହାଙ୍କ ସହିତ ସହବାସ କରିନଥଲେ। ଆଉ ଯୋଷଫେ ପୁଅଟିର ନାମ ଯୀଶୁ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାଙ୍କ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତାଙ୍କର ସେହି ପୁତ୍ର ଜନ୍ମ ହେବା ପର୍ଯ୍ୟନ୍ତ ତାଙ୍କ ସହିତ ସହବାସ କଲେ ନାହିଁ। ଯୋସେଫ ସେହି ପୁତ୍ରଙ୍କୁ ଯୀଶୁ ନାମ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମରିୟମ ପୁତ୍ର ସନ୍ତାନକୁ ଜନ୍ମ ନ ଦେବା ପର୍ଯ୍ୟନ୍ତ ସେ ତାହାଙ୍କ ସହିତ ସହବାସ କରି ନ ଥିଲେ। ଆଉ ଯୋଷେଫ ପୁଅଟିର ନାମ ଯୀଶୁ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହିତ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮರಿ ಪೊರಾಕ್ ಜಲಮ್ ದಿ ಪತರ್ ಜುಜೆನ್ ತಿಚೆಕ್ಡೆ ಸಮಂದ್ ಕರುಕ್ ನಾ, ಅನಿ ಜುಜೆನ್ ತ್ಯಾ ಪೊರಾಕ್ ಜೆಜು ಮನುನ್ ನಾವ್ ಥವ್ಲ್ಯಾನ್.