Matthew 1:6 — Compare Translations
7 translations compared side by side
Odia - 1840
"ଓବଦେ ୟିଶୟଙ୍କ ବାପା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିଶୟ ଦାଉଦ ରାଜାଙ୍କୁ ଜନ୍ମ ଦେଲେ । ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯିଶୟଙ୍କ ପୁତ୍ର ଦାଉଦ ରାଜା। ଦାଉଦଙ୍କ ପୁତ୍ର ଶଲୋମନ (ଶଲୋମନଙ୍କ ମାତା ପୂର୍ବେ ଉରିୟଙ୍କ ପତ୍ନୀ ଥିଲେ);
Odia Bible ERV 2004 (ପବିତ୍ର ବାଇବଲ)
ଯିଶୟ ରାଜା ଦାଉଦଙ୍କ ବାପା। ଦାଉଦ ଶଲୋମନଙ୍କ ବାପା। (ଶଲୋମନଙ୍କ ମା ଆଗରୁ ଉରୀୟଙ୍କ ସ୍ତ୍ରୀ ଥିଲେ)
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିଶୀ ଦାଉଦ ରାଜାଙ୍କୁ ଜନ୍ମ ଦେଲେ। ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ,
Odia IRV 2017 (ଓଡିଆ ବାଇବେଲ)
ଯିଶୀ ଦାଉଦ ରାଜାଙ୍କୁ ଜନ୍ମ ଦେଲେ । ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದಾವಿದ್ ರಾಜಾ ಸಾಲ್ಮಾವಾಚೊ ಬಾಬಾ ಅನಿ ಸಾಲ್ಮಾವಾಚಿ ಬಾಯ್ ಅದ್ದಿ ಉರಿಯಾ ಮನ್ತಲ್ಲ್ಯಾ ಎಕಾ ಮಾನ್ಸಾಚಿ ಬಾಯ್ಕೊ ಹೊತ್ತಿ.