Matthew 1:8 — Compare Translations
7 translations compared side by side
Odia - 1840
"ଆସା ୟିହୋଶାଫାଟଙ୍କ ବାପା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବୀୟ ଆସାଙ୍କୁ ଜନ୍ମ ଦେଲେ, ଆସା ଯିହୋଶାଫଟଙ୍କୁ ଜନ୍ମ ଦେଲେ, ଯିହୋଶାଫଟ ଯୋରାମଙ୍କୁ ଜନ୍ମ ଦେଲେ, ଯୋରାମ ଉଜୀୟଙ୍କୁ ଜନ୍ମ ଦେଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଅବିୟଙ୍କ ପୁତ୍ର ଆସା; ଆସାଙ୍କ ପୁତ୍ର ଯିହୋଶାଫାଟ୍; ଯିହୋଶାଫଟଙ୍କ ପୁତ୍ର ରୋରାମ; ଯୋରାମଙ୍କ ପୁତ୍ର ଉଜ୍ଜିୟ;
Odia Bible ERV 2004 (ପବିତ୍ର ବାଇବଲ)
ଆସା ଯିହୋଶାଫଟଙ୍କ ବାପା। ଯିହୋଶାଫଟ ଯୋରାମଙ୍କ ବାପା। ଯୋରାମ ଉଜିୟଙ୍କ ବାପା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବୀୟ ଆସାଙ୍କୁ ଜନ୍ମ ଦେଲେ, ଆସା ଯିହୋଶାଫଟଙ୍କୁ ଜନ୍ମ ଦେଲେ, ଯିହୋଶାଫଟ ଯୋରାମଙ୍କୁ ଜନ୍ମ ଦେଲେ, ଯୋରାମ ଉଜୀୟଙ୍କୁ ଜନ୍ମ ଦେଲେ,
Odia IRV 2017 (ଓଡିଆ ବାଇବେଲ)
ଅବୀୟ ଆସାଙ୍କୁ ଜନ୍ମ ଦେଲେ, ଆସା ଯିହୋଶାଫଟଙ୍କୁ ଜନ୍ମ ଦେଲେ, ଯିହୋଶାଫଟ ଯୋରାମଙ୍କୁ ଜନ୍ମ ଦେଲେ, ଯୋରାମ ଉଜୀୟଙ୍କୁ ଜନ୍ମ ଦେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಸಾ ಯೊಸಾಫಾತಾಚೊ ಬಾಬಾ, ಯೊಸಾಫಾತ್ ಯೊರಾಮಾಚೊ ಬಾಬಾ, ಅನಿ ಯೊರಾಮ್ ಒಸ್ಸಿಯಾಚೊ ಬಾಬಾ,