Matthew 10:11 — Compare Translations

7 translations compared side by side

Odia - 1840
"କୌଣସି ନଗର ବା ଗାଁ ରେ ପ୍ରବେଶ କଲା ବେଳେ ସଠାେରେ ଯୋଗ୍ଯ ଲୋକଟିକୁ ବାଛି ବାହାର କର। ସହେି ନଗର ବା ଗାଁ ନ ଛାଡିବା ପର୍ୟ୍ଯନ୍ତ ସହେି ସ୍ଥାନ ରେ ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଗୋଟିଏ ସହର ବା ଗ୍ରାମରେ ପହଞ୍ଚିବା ପରେ ସେଠାରେ କିଏ ତୁମର କରିବ, ସେ କଥା ବୁଝି ତୁମେ ଅନ୍ୟତ୍ର ଯିବା ପଯ୍ୟନ୍ତ ତାଙ୍କ ଘରେ ରହିଯାଅ।
Odia Bible ERV 2004 (ପବିତ୍ର ବାଇବଲ)
“କୌଣସି ନଗର ବା ଗାଁରେ ପ୍ରବେଶ କଲାବେଳେ ସେଠାରେ ଯୋଗ୍ୟ ଲୋକଟିକୁ ବାଛି ବାହାର କର। ସେହି ନଗର ବା ଗାଁ ନ ଛାଡ଼ିବା ପର୍ଯ୍ୟନ୍ତ ସେହି ସ୍ଥାନରେ ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି, ନ ଯିବା ପର୍ଯ୍ୟନ୍ତ ସେଠାରେ ରୁହ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି, ନ ଯିବା ପର୍ଯ୍ୟନ୍ତ ସେଠାରେ ରୁହ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಎಕ್ ಶಾರಾಕ್ ನಾಜಾಲ್ಯಾರ್ ಗಾಂವಾತ್ ತುಮಿ ಗೆಲ್ಲ್ಯಾ ತನ್ನಾ ತುಮ್ಕಾ ಕೊನ್‍ ತರ್ ಅಪ್ನಾಚ್ಯಾ ಘರಾತ್ ಸ್ವಾಗತ್ ಕರ್‍ತಾ ಕಾಯ್ ಬಗಾ, ಅನಿ ತೆ ಗಾಂವ್ ಸೊಡುನ್ ಜಯ್ ಸಗೊಳ್ ತ್ಯಾಚ್ ಘರಾತ್ ರ್‍ಹಾವಾ”,