Matthew 10:13 — Compare Translations
7 translations compared side by side
Odia - 1840
"ଯଦି ସେ ପରିବାର ଲୋକେ ଅୟୋଗ୍ଯ ତବେେ ତୁମ୍ଭର ଶାନ୍ତି ତୁମ୍ଭ ନିକଟକୁ ଫରେିଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଗୃହ ଯେବେ ଯୋଗ୍ୟ, ତେବେ ତାହା ପ୍ରତି ତୁମ୍ଭମାନଙ୍କ ଶାନ୍ତି ବର୍ତ୍ତୁ, କିନ୍ତୁ ତାହା ଯଦି ଯୋଗ୍ୟ ନୁହେଁ, ତାହାହେଲେ ତୁମ୍ଭମାନଙ୍କ ଶାନ୍ତି ତୁମ୍ଭମାନଙ୍କ ନିକଟକୁ ବାହୁଡ଼ିଆସୁ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଯଦି ତୁମକୁ ସ୍ୱାଗତ କରନ୍ତି, ସେମାନେ ପ୍ରତି ତୁମର ଶୁଭେଚ୍ଛା ସଫଳ ହେବ। କିନ୍ତୁ ଯଦି ସେମାନେ ସ୍ୱାଗତ କରନ୍ତି, ତୁମର ଶୁଭେଚ୍ଛା ପ୍ରତ୍ୟାହାର କରି ନିଅ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେ ପରିବାର ଲୋକେ ଅଯୋଗ୍ୟ ତେବେ ତୁମ୍ଭର ଶାନ୍ତି ତୁମ୍ଭ ନିକଟକୁ ଫେରି ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଗୃହ ଯଦି ଯୋଗ୍ୟ, ତେବେ ତାହା ପ୍ରତି ତୁମ୍ଭମାନଙ୍କ ଶାନ୍ତି ବର୍ତ୍ତୁ, କିନ୍ତୁ ତାହା ଯଦି ଯୋଗ୍ୟ ନୁହେଁ, ତାହାହେଲେ ତୁମ୍ଭମାନଙ୍କ ଶାନ୍ତି ତୁମ୍ଭମାନଙ୍କ ପାଖକୁ ଫେରିଆସୁ।
Odia IRV 2017 (ଓଡିଆ ବାଇବେଲ)
ସେହି ଗୃହ ଯେବେ ଯୋଗ୍ୟ, ତେବେ ତାହା ପ୍ରତି ତୁମ୍ଭମାନଙ୍କ ଶାନ୍ତି ବର୍ତ୍ତୁ, କିନ୍ତୁ ତାହା ଯଦି ଯୋଗ୍ୟ ନୁହେଁ, ତାହାହେଲେ ତୁମ୍ଭମାନଙ୍କ ଶାନ୍ତି ତୁମ୍ଭମାନଙ୍କ ପାଖକୁ ଫେରିଆସୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಘರಾತ್ಲ್ಯಾ ಲೊಕಾನಿ ತುಮ್ಕಾ ಸ್ವಾಗತ್ ಕರ್ಲ್ಯಾರ್, ತುಮಿ ದಿಲ್ಲಿ ಶಾಂತಿ ಥೈಚ್ ರ್ಹಾವ್ಕ್ ಸೊಡಾ; ಅಕಾಸ್ಮಾತ್ ತೆನಿ ತುಮ್ಕಾ ಮರ್ಯಾದ್ ದಿನಸ್ಲ್ಯಾರ್ ತುಮ್ಚಿ ಶಾಂತಿ ತುಮ್ಚೆಕ್ಡೆ ಫಾಟಿ ಪರ್ತುನ್ ಯೆಂವ್ದಿತ್,