Matthew 10:15 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି, ଯେଉଁ ଦିନ ନ୍ଯାୟ ହବେ, ସେ ଦିନ ସହେି ନଗରର ଲୋକଙ୍କ ଅବସ୍ଥା ସଦୋମ ଓ ଗ ମାରୋ ନଗରର ଲୋକଙ୍କ ଅବସ୍ଥା ଅପାକ୍ଷା ଅଧିକ ଖରାପ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର-ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ହମୋରା ଦେଶର ଦଶା ସହନୀୟ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ତୁମକୁ ନିଶ୍ଚିମଭାବେ କହୁଛି, ବିଚାର ଦିନରେ ଏମାନଙ୍କଠରୁ ସଦୋମ ଗମୋଚାର ଲୋକମାନଙ୍କ ପ୍ରତି ଈଶ୍ୱର ଅଧିକ ଅନୁଗ୍ରହ ଦେଖାଇବେ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେଉଁ ଦିନ ନ୍ୟାୟ ହେବ, ସେ ଦିନ ସେହି ନଗରର ଲୋକଙ୍କ ଅବସ୍ଥା ସଦୋମ ଓ ହମୋରା ନଗରର ଲୋକଙ୍କ ଅବସ୍ଥା ଅପେକ୍ଷା ଅଧିକ ଖରାପ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ, “ಝಡ್ತಿಚ್ಯಾ ದಿಸಿ ದೆವ್ ಸೊದೊಮ್, ಅನಿ ಗೊಮೊರ್ ಮನ್ತಲ್ಯಾ ಗಾವಾಕ್ನಿ ಜಾಸ್ತಿ ದಯಾ ದಾಕ್ವಿಲ್ ಖರೆ ತ್ಯಾ ಗಾವಾಕ್ ದಯಾ ದಾಕ್ವಿನಾ!” ಮಟ್ಲ್ಯಾನ್.