Matthew 10:16 — Compare Translations
7 translations compared side by side
Odia - 1840
"ସାବଧାନ, ଗଧିଆମାନଙ୍କ ଭିତ ରେ ମଷେମାନଙ୍କୁ ଛାଡିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ। କପୋତ ଭଳି ନିରୀହ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଶୁଣ, ମେଣ୍ଡାମାନଙ୍କୁ ବାଘ ମୁହଁକୁ ଠେଲିଦେଲା ପରି ମୁଁ ତୁମ୍ଭମାନଙ୍କୁ ପଠାଉଛି। ସୁତଚାଂ ତୁମେ ସର୍ପ ନରି ସତର୍କ ରୁହ, କିନ୍ତୁ କପୋତ ପରି ଅମାୟିକ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ନିଜ ଶିଷ୍ୟମାନଙ୍କୁ ଯୀଶୁଙ୍କ ଚେତାବନୀ “ସାବଧାନ, ଗଧିଆମାନଙ୍କ ଭିତରେ ମେଷମାନଙ୍କୁ ଛାଡ଼ିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ, କପୋତ ଭଳି ନିରୀହ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಆಯ್ಕಾ! ಝುಲ್ ಕುತ್ರ್ಯಾಂಚ್ಯಾ ಮದ್ದಿ ಬಕ್ರ್ಯಾಕ್ನಿ ಧಾಡಲ್ಲ್ಯಾ ಸರ್ಕೆ ಮಿಯಾ ತುಮ್ಕಾ ಧಾಡ್ತಾ. ತುಮಿ ಸಾಪಾ ಸರ್ಕೆ ಉಶಾರ್ ಅನಿ ಪಾರಿವಾಳಾಂಚ್ಯಾ ಸರ್ಕೆ ಭೊಳೆ ಹೊವ್ನ್ ರ್ಹಾವಾ”.