Matthew 10:17 — Compare Translations

7 translations compared side by side

Odia - 1840
"କିନ୍ତୁ ଲୋକଙ୍କ ପ୍ରତି ସାବଧାନ ରୁହ। ତୁମ୍ଭକୁ ସମାନେେ ବାନ୍ଧି କରି ତାହାଙ୍କର ସ୍ଥାନୀୟ ବିଚାରାଳୟ ହାତ ରେ ଦଇେ ଦବେେ ଓ ତାହାଙ୍କର ପ୍ରାର୍ଥନାଗୃହ ରେ ତୁମ୍ଭକୁ ଛାଟ ରେ ପିଟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାର ସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହସମୂହରେ କୋରଡ଼ା ମାରିବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସଜାଗ ରୁହ-କାରଣ ଲୋକେ ତୁମ୍ଭମାନଙ୍କୁ ଗିରଫ କରି ବିଚାରାଳୟରକୁ ନେଇଯିବେ। ସମାଜ ଗୃହମାନଙ୍କରେ ସେମାନେ ତୁମକୁ ଚାବୁକ ମାରିବେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଲୋକଙ୍କ ପ୍ରତି ସାବଧାନ ରୁହ। ତୁମ୍ଭକୁ ସେମାନେ ବାନ୍ଧି କରି ତାହାଙ୍କର ସ୍ଥାନୀୟ ବିଗ୍ଭରାଳୟ ହାତରେ ଦେଇଦେବେ ଓ ତାହାଙ୍କର ପ୍ରାର୍ଥନାଗୃହରେ ତୁମ୍ଭକୁ ଛାଟରେ ପିଟିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಯಾದ್ ರ್‍ಹಂವ್ದಿ, ಥೈ ತುಮ್ಕಾ ಲೊಕಾ ಧರುನ್ ಝಡ್ತಿ ಕರ್ತಲ್ಯಾ ಜಾಗ್ಯಾರ್ ವೊಡುನ್ ಘೆವ್ನ್ ಜಾತ್ಯಾತ್, ಅನಿ ಸಿನಾಗೊಗಾತ್ನಿ ನ್ಹೆವ್ನ್ ಕಾಟ್ಯಾಂಚ್ಯಾ ಬಾರ್‍ಕೊಲಾನಿ ಮಾರ್‍ತ್ಯಾತ್.