Matthew 10:18 — Compare Translations

7 translations compared side by side

Odia - 1840
"ତୁମ୍ଭେ ମାରେ ଶିଷ୍ଯ ହାଇେଥିବା ଯୋଗୁଁ ତୁମ୍ଭକୁ ଶାସକ ଓ ରାଜାଙ୍କ ଆଗକୁ ନିଆୟିବ। ଅଣଯିହୂଦୀ ତଥା ସମାନଙ୍କେ ଆଗ ରେ ତୁମ୍ଭେ ମାେ ବିଷୟ ରେ ସାକ୍ଷୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ମୋʼ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁକୁ ଅଣାଯିବ; ତାହା ସେମାନଙ୍କ ଓ ବିଜାତିମାନଙ୍କ ପ୍ରତି ସାକ୍ଷ୍ୟ ସ୍ଵରୂପ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୋ’ ଲାଗି ତଚମେ ରାଜା ସ ଶାସକମାନଙ୍କ ସମ୍ମୁଖକୁ ଅଣାଯାଇ ବିଚାରିତ ହେବ। ଏହା ଦ୍ୱାରା ସେମାନଙ୍କୁ ଓ ଅନ୍ୟ ଜାତିର ଲୋକମାନଙ୍କୁ ଶୁଭବାର୍ତ୍ତା ଶୁଣାଇବା ପାଇଁ ଅବକାଶ ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ତୁମ୍ଭକୁ ଶାସକ ଓ ରାଜାଙ୍କ ଆଗକୁ ନିଆଯିବ। ଅଣଯିହୂଦୀ ତଥା ସେମାନଙ୍କ ଆଗରେ ତୁମ୍ଭେ ମୋ’ ବିଷୟରେ ସାକ୍ଷୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୁଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୂଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜೆಸಾಟಿ ತುಮ್ಕಾ ಅದಿಕಾರ್‍ಯಾಂಚ್ಯಾ, ಅನಿ ರಾಜಾಂಚ್ಯಾ ಇದ್ರಾಕ್ ವೊಡುನ್ ಘೆವ್ನ್ ಜಾತ್ಯಾತ್, ಅಶೆ ಹೆ ಸಗ್ಳೆ ತೆಂಕಾ, ಅನಿ ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾಕ್ನಿ ಸಾಕ್ಷಿ ಹೊತಾ.