Matthew 10:19 — Compare Translations
7 translations compared side by side
Odia - 1840
"ସମାନେେ ତୁମ୍ଭକୁ ବାନ୍ଧି ନବୋ ବେଳେ କ'ଣ କହିବ ଓ କିପରି କହିବ, ସେ ବିଷୟ ରେ ଚିନ୍ତାକରି କିଛି ବ୍ଯସ୍ତ ହୁଅନାହିଁ। କାରଣ ତୁମ୍ଭକୁ ସେତବେେଳେ କ'ଣ କହିବାକୁ ହବେ ତାହା ଜଣଇେ ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ଦଣ୍ତରେ ତୁମ୍ଭମାନଙ୍କୁ ଦିଆଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କର ବିଚାର ହେବାବେଳେ କ’ଣ କହିବ ଓ କିପରି କହିବ, ଏ ବିଷୟରେ ଚିନ୍ତିତ ହୁଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତୁମ୍ଭକୁ ବାନ୍ଧି ନେବା ବେଳେ କ’ଣ କହିବ ଓ କିପରି କହିବ, ସେ ବିଷୟରେ ଚିନ୍ତାକରି କିଛି ବ୍ୟସ୍ତ ହୁଅ ନାହିଁ। କାରଣ ତୁମ୍ଭକୁ ସେତେବେଳେ କ’ଣ କହିବାକୁ ହେବ ତାହା ଜଣେଇ ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବାକି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କ'ଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೆನಿ ತುಮ್ಕಾ ಇಚಾರ್ನಿ ಕರುಕ್ ಘೆವ್ನ್ ಗೆಲ್ಲ್ಯಾ ತನ್ನಾ, ತುಮಿ ಕಾಯ್ ಸಾಂಗ್ತಲೆ ಕಶೆ ಸಾಂಗ್ತಲೆ ಮನುನ್ ಚಿಂತಾ ಕರುನಕಾಸಿ, ತ್ಯಾ ಎಳಾರ್ ಕಾಯ್ ಬೊಲ್ತಲೆ ಮನುನ್ ತುಮ್ಕಾ ದಿಲ್ಲೆ ರ್ಹಾತಾ.