Matthew 10:2 — Compare Translations
7 translations compared side by side
Odia - 1840
"ସହେି ବାରଜଣ ଶିଷ୍ଯଙ୍କ ନାମ ଏହିଭଳି: ଶିମାନେ(ଯାହାଙ୍କୁ ପିତର ବୋଲି କୁହାୟାଏ), ତାହାଙ୍କ ଭାଇ ଆନ୍ଦ୍ରିୟ, ଜବଦେିଙ୍କ ପୁଅ ଯାକୁବ ଓ ତାହାଙ୍କ ଭାଇ ଯୋହନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦ୍ଵାଦଶ ପ୍ରେରିତଙ୍କର ନାମ ଏହି, ପ୍ରଥମରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାଙ୍କ ଭ୍ରାତା ଆନ୍ଦ୍ରିୟ, ଜେବଦିଙ୍କ ପୁତ୍ର ଯାକୁବ ଓ ତାଙ୍କ ଭ୍ରାତା ଯୋହନ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ବାରଜଶ ପ୍ରେରିତ ଶିଷ୍ୟଙ୍କ ନାମ ହେଲା-ଶିମୋନ (ପିତର ନାମରେ ମଧ୍ୟ ପରିଚିତ) ଓ ତାଙ୍କ ଭାଇ ଆନ୍ଦ୍ରିୟ; ଜେବଦିଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ବାରଜଣ ଶିଷ୍ୟଙ୍କ ନାମ ଏହିଭଳି: ଶିମୋନ (ଯାହାଙ୍କୁ ପିତର ବୋଲି କୁହାଯାଏ), ତାହାଙ୍କ ଭାଇ ଆନ୍ଦ୍ରିୟ, ଜେବଦୀଙ୍କ ପୁଅ ଯାକୁବ ଓ ତାହାଙ୍କ ଭାଇ ଯୋହନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦ୍ୱାଦଶ ପ୍ରେରିତମାନଙ୍କ ନାମ ଏହି, ପ୍ରଥମରେ ଶିମୋନ, ଯାହାକୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ,
Odia IRV 2017 (ଓଡିଆ ବାଇବେଲ)
ସେହି ଦ୍ୱାଦଶ ପ୍ରେରିତମାନଙ୍କ ନାମ ଏହି, ପ୍ରଥମରେ ଶିମୋନ, ଯାହାକୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾರಾ ಜಾನಾ ಅಪೊಸ್ತಲಾಂಚಿ ನಾವಾ ಹಿ, ಸಿಮಾವ್ ಹೆಕಾ ಪೆದ್ರು ಮನ್ತ್ಯಾತ್, ಅನಿ ತೆಚೊ ಭಾವ್ ಅಂದ್ರು, ಜಾಕೊಬ್, ಅನಿ ತೆಚೊ ಭಾವ್ ಜುವಾಂವ್ ಹೆನಿ ಜೆಬೆದೆವಾಚಿ ಪೊರಾ;