Matthew 10:20 — Compare Translations

7 translations compared side by side

Odia - 1840
"ମନରେଖ କହିବା ଲୋକ କବେେ ହେଲେ ତୁମ୍ଭେ ନୁହଁ, ତୁମ୍ଭର ପରମପିତାଙ୍କ ଆତ୍ମା ହିଁ ତୁମ୍ଭ ଭିତରୁ କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା, ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଠିକ୍ ସମୟରେ ତାହା ତୁମ୍ଭମାନଙ୍କୁ ଜଣାଇ ଦିଆଯିବ। କାରଣ ତୁମକୁ ନିଜେ କିଛି କହିବାକୁ ପଡ଼ିବ ନାହିଁ। ପିତା ଈଶ୍ୱରଙ୍କର ପବିତ୍ର ଆତ୍ମା ତୁମ ମୁଖଦେଇ କଥା କହିବେ।
Odia Bible ERV 2004 (ପବିତ୍ର ବାଇବଲ)
ମନେରଖ, କହିବା ଲୋକ କେବେ ହେଲେ ତୁମ୍ଭେ ନୁହଁ, ତୁମ୍ଭର ପରମପିତାଙ୍କ ଆତ୍ମା ହିଁ ତୁମ୍ଭ ଭିତରୁ କହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತುಮಿ ಬೊಲ್ತಲ್ಯಾ ಗೊಸ್ಟಿಯಾ ತುಮ್ಚ್ಯಾ ಗೊಸ್ಟಿಯಾ ನ್ಹಯ್ ತ್ಯಾ ಗೊಸ್ಟಿಯಾ ತುಮ್ಚ್ಯಾ ಸರ್‍ಗಾ ವೈಲ್ಯಾ ಬಾಬಾಚೊ ಪವಿತ್ರ್ ಅತ್ಮೊಚ್ ತುಮ್ಚ್ಯಾ ತೊಂಡಾನಿತ್ನಾ ಬೊಲ್ತಾ.