Matthew 10:23 — Compare Translations
7 translations compared side by side
Odia - 1840
"ଗୋଟିଏ ନଗର ରେ ସମାନେେ ତୁମ୍ଭକୁ ଯାତନା ଦେଲେ ତୁମ୍ଭେ ଅନ୍ୟ ନଗରକୁ ପଳାଅ। ମୁଁ ତୁମ୍ଭକୁ ସତ୍ଯ କହୁଛି ଇଶ୍ରାୟେଲ ସମସ୍ତ ନଗରୀ ରେ ତୁମ୍ଭର ଭ୍ରମଣ ସରିବା ପୂର୍ବରୁ ମନୁଷ୍ଯ ପୁତ୍ର ପୁନର୍ବାର ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଗୋଟିଏ ସହରରେ ତୁମ୍ଭେମାନେ ଉତ୍ପୀଡ଼ିତ ହେଲେ ଅନ୍ୟ ସହରକୁ ପଳାଇ ଯାଅ। ମୁଁ ତୁମ୍ଭମାନଙ୍କୁ ନିଶ୍ଚିତ ଭାବରେ କହୁଛି, ତୁମ୍ଭମାନେ ଇଶ୍ରାୟେଲର ସବୁ ସହରରେ କାର୍ଯ୍ୟ ଶେଷ କରିବା ପୂର୍ବରୁ ମନୁଷ୍ୟ ପୁତ୍ର ଫେରି ଆସିଥବେ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ନଗରରେ ସେମାନେ ତୁମ୍ଭକୁ ଯାତନା ଦେଲେ ତୁମ୍ଭେ ଅନ୍ୟ ନଗରକୁ ପଳାଅ। ମୁଁ ତୁମ୍ଭକୁ ସତ୍ୟ କହୁଛି ଇସ୍ରାଏଲର ସମସ୍ତ ନଗରୀରେ ତୁମ୍ଭର ଭ୍ରମଣ ସରିବା ପୂର୍ବରୁ ମନୁଷ୍ୟପୁତ୍ର ପୁନର୍ବାର ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಎಕ್ ಶಾರಾತ್ ಲೊಕಾನಿ ತುಮ್ಕಾ ತರಾಸ್ ದಿಲ್ಯಾರ್, ದುಸ್ರ್ಯಾ ಶಾರಾಕ್ ಪಳುನ್ ಜಾವಾ, ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ, ಮಾನ್ಸಾಚೊ ಲೆಕ್ ಯೆಯ್ ಸಗೊಳ್ ಇಸ್ರಾಯೆಲಾತ್ಲ್ಯಾ ಸಗ್ಳ್ಯಾ ಶಾರಾತ್ನಿ ತುಮಿ ಕರ್ತಲೆ ತುಮ್ಚೆ ಕಾಮ್ ಕರುನ್ ಸರಿನಾ”.