Matthew 10:25 — Compare Translations
7 translations compared side by side
Odia - 1840
"ଜଣେ ଶିଷ୍ଯ ତା' ଗୁରୁ ଭଳି ହବୋ ରେ ଓ ଜଣେ ସବେକ ତା' ମାଲିକ ଭଳି ହବୋ ରେ ସନ୍ତାଷେ ଲାଭ କରିବା ଦରକାର। ଘରର ମୁଖ୍ଯଙ୍କୁ ଯଦି ବାଆଲ୍ଜିବୂଲ କହି ଡକାଯାଏ ତବେେ ଘରର ଅନ୍ୟ ସଦସ୍ଯମାନଙ୍କୁ ନିଶ୍ଚୟ ଅଧିକ ଖରାପ ନାମ ରେ ଡକାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ତୁଲ୍ୟ ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ । ସେମାନେ ଯେବେ ଗୃହକର୍ତ୍ତାଙ୍କୁ ବାଆଲ୍ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୁତରାଂ ଶିଷ୍ୟ ଗୁରୁ ପରି ଓ ଦାସ ମାଲିକ ପରି ହୋଇପାରିଲେ ସେମାନେ ସେତିକିରେ ସନ୍ତୁଷ୍ଠ ହେବା ଉଚିତ୍। ଗୋଟିଏ ପରିବାରର କର୍ତ୍ତାକୁ ଯଦି ଲୋକେ ବେଲଜିବୁଲ ବୋଲି ଡାକନ୍ତି ଯଦି ଲୋକେ ବେଲଜିବୁଲ ବୋଲି ଡାକନ୍ତି, ପରିବାରର ଅନ୍ୟମାନଙ୍କୁ ଆହୁରି କେତେ କୁସ୍ଥିତ ନାମ ନ ଦେବେ?
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଶିଷ୍ୟ ତା’ ଗୁରୁ ଭଳି ହେବାରେ ଓ ଜଣେ ସେବକ ତା’ ମାଲିକ ଭଳି ହେବାରେ ସନ୍ତୋଷ ଲାଭ କରିବା ଦରକାର। ଘରର ମୁଖ୍ୟଙ୍କୁ ଯଦି ‘ବାଆଲ୍ଜିବୂଲ୍’ କହି ଡକାଯାଏ ତେବେ ଘରର ଅନ୍ୟ ସଦସ୍ୟମାନଙ୍କୁ ନିଶ୍ଚୟ ଅଧିକ ଖରାପ ନାମରେ ଡକାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ। ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ।”
Odia IRV 2017 (ଓଡିଆ ବାଇବେଲ)
ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ । ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಎಕ್ ಶಿಕ್ತಲ್ಯಾಕ್ ಬರೆ ಕರುನ್ ಶಿಕುನ್ ಮಾಸ್ತರಾ ಸರ್ಕೊ ಹೊವ್ಕ್ ಹೊತಾ, ಅನಿ ಎಕ್ ಸೆವಕಾಕ್ ಧನಿಯಾ ಸರ್ಕೊ ಹೊವ್ಕ್ ಹೊತಾ. ಘರಾಚ್ಯಾ ವಡ್ಲಾಕುಚ್, ಗಿರ್ಯಾಚೊ ಮುಖಂಡ್ ಬೆಎಲ್ಜೆಬುಲ್, ಮನುನ್ ಬಲ್ವುಲ್ಯಾರ್, ಘರಾತ್ಲ್ಯಾ ಹುರಲ್ಲ್ಯಾ ಲೊಕಾಕ್ನಿ ಕವ್ಡೆ ಬುರ್ಶ್ಯಾ ನಾವಾನ್ ಬಲ್ವುಲ್ಯಾತ್ ಅಸಿಲ್!”