Matthew 10:26 — Compare Translations
7 translations compared side by side
Odia - 1840
" ତେଣୁ ସହେି ଲୋକମାନଙ୍କୁ ଭୟ କର ନାହିଁ। ଯାହା ଗୁପ୍ତ ରେ ଅଛି ତାହା ଦିନେ ନା ଦିନେ ପ୍ରକାଶ ପାଇବ, ଏବଂ ସବୁ ଗୋପନ କଥା ଜଣା ପଡିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ସେମାନଙ୍କୁ ଭୟ କର ନାହିଁ; କାରଣ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସେଥିପାଇଁ ମନୁଷ୍ୟମାନଙ୍କୁ ଭୟ କର ନାହିଁ। ଯାହା ଏବେ ଆବୃତ ହୋଇ ରହିଛି, ତାହା ଅନାବୃତ ହେବ ଏବଂ ସବୁ ଗୋପନ କଥା ପ୍ରକାଶ ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କୁ ଭୟ କର, ମାତ୍ର ମନୁଷ୍ୟକୁ ନୁହେଁ “ତେଣୁ ସେହି ଲୋକମାନଙ୍କୁ ଭୟ କର ନାହିଁ। ଯାହା ଗୁପ୍ତରେ ଅଛି ତାହା ଦିନେ ନା ଦିନେ ପ୍ରକାଶ ପାଇବ, ଏବଂ ସବୁ ଗୋପନ କଥା ଜଣା ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଅତଏବ ସେମାନଙ୍କୁ ଭୟ କର ନାହିଁ; କାରଣ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅତଏବ ସେମାନଙ୍କୁ ଭୟ କର ନାହିଁ; କାରଣ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತೆಚೆಸಾಟ್ನಿ ಮಾನ್ಸಾಕ್ನಿ ತುಮಿ ಭಿಂವ್ನಕಾಶಿ, ಜೆ ಕಾಯ್ ಧಾಪುನ್ ಥವಲ್ಲೆ ಹಾಯ್ ತೆ ಉಗ್ಡುನ್ ಹೊತಾ, ಅನಿ ಘುಟಾನ್ ಹೊತ್ತೆ ಸಗ್ಳೆ ಸಗ್ಳ್ಯಾಕ್ನಿ ಕಳ್ತಾ.