Matthew 10:27 — Compare Translations

7 translations compared side by side

Odia - 1840
"ମୁଁ ଗୋପନ ରେ ତୁମ୍ଭକୁ ଯାହା ସବୁ କହୁଛି, ତୁମ୍ଭେ ତାହାକୁ ପ୍ରକାଶ୍ଯ ଦିବା ଲୋକରେ କୁହ। ମୁଁ ତୁମ୍ଭକୁ ଆସ୍ତେ ଆସ୍ତେ ଯାହା କହୁଛି, ତୁମ୍ଭେ ଘର ଛାତ ଉପରେ ଚିତ୍କାର କରି ତାହା କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘରଛାତ ଉପରେ ଘୋଷଣା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାର ସମୟରେ କହୁଛି, ତାହା ଦିବାଲୋରେ ପ୍ରକାଶ କର ଏବଂ ଯାହା ନିଭୃତରେଶୁଣିଛ, ତାହା ଘର ଉପରୁ ଘୋଷଣା କର।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଗୋପନରେ ତୁମ୍ଭକୁ ଯାହାସବୁ କହୁଛି, ତୁମ୍ଭେ ତାହାକୁ ପ୍ରକାଶ୍ୟ ଦିବାଲୋକରେ କୁହ। ମୁଁ ତୁମ୍ଭକୁ ଆସ୍ତେ ଆସ୍ତେ ଯାହା କହୁଛି, ତୁମ୍ଭେ ଘର ଛାତ ଉପରେ ଚିତ୍କାର କରି ତାହା କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି, ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘର ଛାତ ଉପରେ ଘୋଷଣା କର।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି, ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘର ଛାତ ଉପରେ ଘୋଷଣା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಕಾಯ್ ಕಾಳ್ಕಾತ್ ಸಾಂಗುಕ್ ಲಾಗ್ಲಾ, ತೆ ತುಮಿ ದಿಸಾಚ್ಯಾ ಮೊಟ್ಯಾ ಉಜ್ವೊಡಾತ್ ಸಾಂಗುಕ್ ಪಾಜೆ, ಅನಿ ಜೆ ಕಾಯ್ ತುಮಿ ಕಡೆಕ್ ಎಗ್ಳೆಚ್ ಹೊತ್ತ್ಯಾ ತನ್ನಾ ಆಯ್ಕುಲ್ಯಾಶಿ ತೆ ತುಮಿ ಹುಜರಾತಿ ಸಗ್ಳ್ಯಾ ಲೊಕಾಕ್ನಿ ಇದ್ರಾಕ್ ಸಾಂಗುಕ್ ಪಾಜೆ.