Matthew 10:28 — Compare Translations

7 translations compared side by side

Odia - 1840
"ଲୋକଙ୍କୁ ଭୟ କର ନାହିଁ। ସମାନେେ କବଳେ ତୁମ୍ଭର ଶରୀରକୁ ମାରି ପାରିବେ। ମାତ୍ର ତୁମ୍ଭର ଆତ୍ମାକୁ ମାରି ପାରିବେ ନାହିଁ। ତୁମ୍ଭେ କବଳେ ପରମେଶ୍ବରଙ୍କୁ ଭୟ କର। ସେ କବଳେ ତୁମ୍ଭର ଶରୀର ଓ ଆତ୍ମା ଉଭୟକୁ ନଷ୍ଟ କରି ଦଇେ ପାରିବେ। ସେ ଶରୀର ଓ ଆତ୍ମା ଉଭୟକୁ ନର୍କକୁ ପଠଇେ ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ ପରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନରକରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ କେବଳଶରୀରକୁ ବିନଷ୍ଟ କରନ୍ତି, କିନ୍ତୁ, କିନ୍ତୁଆମାôର କିଛି କ୍ଷତି କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ। ବରଂ ଯେଉଁ ଈଶ୍ୱର ତୁମର ଶରୀର ଓ ଆତ୍ମା ଉଭୟକୁ ନରକରେ ଧ୍ୱଂସ କରିପାରନ୍ତି, ତାଙ୍କୁ ଭୟ କର।
Odia Bible ERV 2004 (ପବିତ୍ର ବାଇବଲ)
“ଲୋକଙ୍କୁ ଭୟ କର ନାହିଁ। ସେମାନେ କେବଳ ତୁମ୍ଭର ଶରୀରକୁ ମାରି ପାରିବେ, ମାତ୍ର ତୁମ୍ଭର ଆତ୍ମାକୁ ମାରି ପାରିବେ ନାହିଁ। ତୁମ୍ଭେ କେବଳ ପରମେଶ୍ୱରଙ୍କୁ ଭୟ କର, ସେ କେବଳ ତୁମ୍ଭର ଶରୀର ଓ ଆତ୍ମା ଉଭୟକୁ ନଷ୍ଟ କରି ଦେଇ ପାରିବେ। ସେ ଶରୀର ଓ ଆତ୍ମା ଉଭୟକୁ ନର୍କକୁ ପଠେଇ ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಹ್ಯಾ ಆಂಗಾಚೊ ಜಿವ್ ಕಾಡ್ತಲ್ಯಾಕ್ ಭಿಂವ್‍ನಕಾಶಿ, ತೆನಿ ತುಮ್ಚ್ಯಾ ಅತ್ಮ್ಯಾಕ್ ಕಾಯ್-ಬಿ ಕರುಕ್ ಹೊಯ್ನಾ. ಖರೆ ಆಂಗ್ ಅನಿ ಆತ್ಮೊ ದೊನಿಬಿ ನರ್‍ಕಾತ್ ಘಾಲ್ತಲೊ ಅದಿಕಾರ್ ಹೊತ್ತ್ಯಾ ದೆವಾಕ್ ಭಿವಾ.