Matthew 10:29 — Compare Translations
7 translations compared side by side
Odia - 1840
"ଗୋଟିଏ ପଇସା ମୂଲ୍ଯ ରେ ଦୁଇଟି ଘରଚଟିଆ ବିକ୍ରି ହୁଅନ୍ତି। କିନ୍ତୁ ତୁମ୍ଭ ପରମ-ପିତାଙ୍କ ବିନା ଅନୁମତି ରେ ସେଥିରୁ ଗୋଟିଏ ହେଲେ ମଧ୍ଯ ତଳେ ପଡିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଇଟି ଘରଚଟିଆ କଅଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ, ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ପଇସାଟିଏ ଦେଇ ଦୁଇଟି ଘର ଚଟିଆ କିଣି ପାରିବ, କିନ୍ତି ପିତା ଈଶ୍ୱରଙ୍କ ବିନାନୁମତିରେ ଗୋଟିଏ ଘର ଚଟିଆ ତଳେ ପଡ଼େ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ପଇସା ମୂଲ୍ୟରେ ଦୁଇଟି ଘରଚଟିଆ ବିକ୍ରି ହୁଅନ୍ତି। କିନ୍ତୁ ତୁମ୍ଭ ପରମ-ପିତାଙ୍କ ବିନା ଅନୁମତିରେ ସେଥିରୁ ଗୋଟିଏ ହେଲେ ମଧ୍ୟ ତଳେ ପଡ଼ିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଇଟି ଘରଚଟିଆ କଅଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଦୁଇଟି ଘରଚଟିଆ କ'ଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕುಚ್ಎಕ್ ಪೈಸ್ಯಾಕ್ ದೊನ್ ಗುಬ್ಬಿಯಾ ಇಕಾತ್ ಗಾವ್ತ್ಯಾತ್ ಹೊಯ್ ಕಾಯ್ ನ್ಹಯ್, ಖರೆ ತುಮ್ಚ್ಯಾ ಸರ್ಗಾ ವೈಲ್ಯಾ ಬಾಬಾಕ್ ಕಳಿನಸ್ತಾನಾ ಎಕ್ಬಿ ಗುಬ್ಬಿಕ್ ಖಾಲ್ತಿ ಪಡುಕ್ ಹೊಯ್ನಾ.