Matthew 10:31 — Compare Translations
7 translations compared side by side
Odia - 1840
"ତେଣୁ ଭୟଭୀତ ହୁଅନାହିଁ। ତୁମ୍ଭେ ଅନକେ ଘରଚଟିଆଙ୍କ ଅପେକ୍ଷା ଅଧିକ ମୂଲ୍ଯବାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଭୟ କର ନାହିଁ, ତୁମ୍ଭେମାନେ ଅନେକ ଘରଚଟିଆଠାରୁ ଶ୍ରେଷ୍ଠ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭୟ କର ନାହିଁ, ଅନେକ ଘର ଚଟିଆଠାରୁ ତୁମର ମୂଲ୍ୟ ଢେର ବେଶୀ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଭୟଭୀତ ହୁଅ ନାହିଁ। ତୁମ୍ଭେ ଅନେକ ଘରଚଟିଆଙ୍କ ଅପେକ୍ଷା ଅଧିକ ମୂଲ୍ୟବାନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଭୟ କର ନାହିଁ, ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ଭୟ କର ନାହିଁ, ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ತುಮಿ ಭಿಂಯಾತಲಿ ಗರಜ್ ನಾ, ಗುಬ್ಬಿಯಾಂಚ್ಯಾನ್ಕಿ ತುಮ್ಚಿ ಕಿಮ್ಮತ್ ಲೈ.