Matthew 10:33 — Compare Translations
7 translations compared side by side
Odia - 1840
"କିନ୍ତୁ ଯେଉଁ ଲୋକ ସମସ୍ତଙ୍କ ଆଗ ରେ ଠିଆ ହାଇେ କୁ ହେ ଯେ ସେ ମାେତେ ବିଶ୍ବାସ କରେ ନାହିଁ, ତବେେ ମୁଁ ମଧ୍ଯ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଆଗ ରେ କହିବି ଯେ ସେ ଲୋକ ମାେ ନିଜ ଲୋକ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେ କେହି ଲୋକଙ୍କ ସାକ୍ଷାତରେ ମୋତେ ଅସ୍ଵୀକାର କରିବ, ମୁଁ ମଧ୍ୟ ମୋହର ସ୍ଵର୍ଗସ୍ଥ ପିତାଙ୍କ ସାକ୍ଷାତରେ ତାହାକୁ ଅସ୍ଵୀକାର କରିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେ କେହି ପ୍ରକାଶ୍ୟରେ ମେତେ ପ୍ରତ୍ୟାଖ୍ୟାନ କରେ, ତାକୁ ମୁଁ ମଧ୍ୟ ମୋ’ ପିତାଙ୍କ ସମ୍ମ୍ରୁେ ପ୍ରତ୍ୟାଖ୍ୟାନ କରିବି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେଉଁ ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କୁହେ ଯେ ସେ ମୋତେ ବିଶ୍ୱାସ କରେ ନାହିଁ, ତେବେ ମୁଁ ମଧ୍ୟ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଆଗରେ କହିବି ଯେ ସେ ଲୋକ ମୋ’ ନିଜ ଲୋକ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେ କେହି ଲୋକଙ୍କ ଆଗରେ ମୋତେ ଅସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ଅସ୍ୱୀକାର କରିବି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେ କେହି ଲୋକଙ୍କ ଆଗରେ ମୋତେ ଅସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ଅସ୍ୱୀକାର କରିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆ ಕೊನ್ ಸಗ್ಳ್ಯಾ ಲೊಕಾಂಚ್ಯಾ ಇದ್ರಾಕ್ ಮಾಕಾ ಸ್ವಿಕಾರ್ ಕರಿನಾ, ತೆಕಾ ಮಿಯಾಬಿ ಸರ್ಗಾತ್ ಮಾಜ್ಯಾ ಬಾಬಾಚ್ಯಾ ಇದ್ರಾಕ್ ಸ್ವಿಕಾರ್ ಕರಿನಾ”.