Matthew 10:35 — Compare Translations

7 translations compared side by side

Odia - 1840
"ଏପରି ଘଟଣା ଘଟେଇବା ପାଇଁ ମୁଁ ଆସିଛି: ‘ପୁଅ ତା’ ବାପା ବିରୁଦ୍ଧରେ, ଝିଅ ତା’ ମା ବିରୁଦ୍ଧରେ ଓ ବୋହୂ ତା ଶାଶୁ ବିରୁଦ୍ଧରେ ଠିଆ ହେବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ପିତା ସହିତ ପୁତ୍ରର ଓ ମାତା ସହିତ କନ୍ୟାର, ପୁଣି ଶାଶୁ ସହିତ ବୋହୁର ବିରୋଧ ଘଟାଇବାକୁ ଆସିଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ମୋ’ ଲାଘି ପୁଅ ବାପାର କରିବ, ଝିଅ ମାଆର ବିରୋଧ କରିବ ଏବଂ ଶାଶୁ ବିରୁଦ୍ଧରେ ବୋହୁ ବାହାରିବ।
Odia Bible ERV 2004 (ପବିତ୍ର ବାଇବଲ)
ଏପରି ଘଟଣା ଘଟେଇବା ପାଇଁ ମୁଁ ଆସିଛି: ‘ପୁଅ ତା’ ବାପା ବିରୁଦ୍ଧରେ, ଝିଅ ତା’ ମା ବିରୁଦ୍ଧରେ ଓ ବୋହୂ ତା ଶାଶୁ ବିରୁଦ୍ଧରେ ଠିଆ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ‘ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି, ଶାଶୁ ସହିତ ବୋହୁର ବିରୋଧ ବଢ଼ାଇବାକୁ ଆସିଅଛି,
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି, ଶାଶୁ ସହିତ ବୋହୁର ବିରୋଧ ବଢାଇବାକୁ ଆସିଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೆಕಾಕ್ನಿ ತೆಂಚ್ಯಾ ಬಾಬಾಂಚ್ಯಾ ವಿರೊದ್, ಲೆಕಿಯಾಕ್ನಿ ತೆಂಚ್ಯಾ ಅವ್ಸಿಯಾಂಚ್ಯಾ ವಿರೊದ್, ಅನಿ ಸುನ್ನಾಕ್ನಿ ತೆಂಚ್ಯಾ ಮಾಮ್ಜಿಯಾಂಚ್ಯಾ ವಿರೊದ್ ಕರುಕ್ ಯೆಲಾ.