Matthew 10:38 — Compare Translations
7 translations compared side by side
Odia - 1840
"ଯେଉଁ ଲୋକ ତାକୁ ଦିଆଯାଇଥିବା ଦୁଃଖ, କଷ୍ଟରୂପକ କୃଶ ବୋହି ମାରେ ଅନୁସରଣ କରନୋହିଁ, ସେ ମାେତେ ପାଇବାକୁ ଯୋଗ୍ଯ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କେହି ନିଜ କ୍ରୁଶ ବହନ କରି ମୋତେ ଅନୁସରଣ କରେ ନାହିଁ, ସେ ମୋହର ଶିଷ୍ୟ ହେବାକୁ ଯୋଗ୍ୟ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ତାକୁ ଦିଆଯାଇଥିବା ଦୁଃଖ, କଷ୍ଟରୂପକ କ୍ରୁଶ ବୋହି ମୋର ଅନୁସରଣ କରେ ନାହିଁ, ସେ ମୋତେ ପାଇବାକୁ ଯୋଗ୍ୟ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೊ ಕೊನ್ ಅಪ್ನಾಚೊ ಕಸ್ಟ್ ಸೊಸುನ್ ಘೆವ್ನ್ ಮಾಜ್ಯಾ ಪಾವ್ಲಾತ್ನಿ ಪಾವ್ಲಾ ಥವ್ನ್ಗೆತ್ ಮಾಜ್ಯಾ ಫಾಟ್ನಾ ಯೆಯ್ನಾ ತೊ ಮಾಜೊ ಶಿಸ್ ಹೊವ್ಕ್ ಯೊಗ್ಯ್ ನ್ಹಯ್.