Matthew 10:4 — Compare Translations
7 translations compared side by side
Odia - 1840
"ଉଦ୍ୟୋଗୀ ଶିମାନେ ଓ ଈଷ୍କରୀଯୋଥ ୟିହୂଦା। ଏହି ଈଷ୍କରିଯୋଥ ୟିହୂଦା ପରେ ଯୀଶୁଙ୍କ ପ୍ରତି ବିଶ୍ବାସଘାତକତା କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଣାନୀୟ ଶିମୋନ ଓ ଇଷ୍କାରିୟୋତୀୟ ଯିହୁଦା, ଯେ ଯୀଶୁଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦେଶପ୍ରେମୀ ଶିମୋନ ଓ ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିଥିବା ଇଷକୋରିୟଥ୍ ଯିହୁଦା।
Odia Bible ERV 2004 (ପବିତ୍ର ବାଇବଲ)
ଉଦ୍ଯୋଗୀ ଶିମୋନ ଓ ଇଷ୍କାରିୟୋତ ଯିହୂଦା। ଏହି ଇଷ୍କାରିୟୋତ ଯିହୂଦା ପରେ ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଣାନୀୟ ଦଳର ଶିମୋନ ଓ ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।
Odia IRV 2017 (ଓଡିଆ ବାଇବେଲ)
କିଣାନୀୟ ଶିମୋନ ଓ ଈଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆಸ್ಭಕ್ತ್ ಸಿಮಾವ್; ಅನಿ ಜೆಜುಕ್ ಘಾತ್ ಕರಲ್ಲೊ ಜುದಾಸ್ ಇಸ್ಕರಿಯೊತ್.