Matthew 10:40 — Compare Translations
7 translations compared side by side
Odia - 1840
" ଯେଉଁ ଲୋକ ତୁମ୍ଭକୁ ସ୍ବୀକାର କରେ, ସେ ମାେତେ ମଧ୍ଯ ସ୍ବୀକାର କରେ, ଯେଉଁ ଲୋକ ମାେତେ ସ୍ବୀକାର କରେ, ସେ ମାେତେ ପଠାଇଥିବା ପରମେଶ୍ବରଙ୍କକୁ ମଧ୍ଯ ସ୍ବୀକାର କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଯିଏ ତୁମ୍ଭମାନଙ୍କୁ ସ୍ୱାଗତ କରେ, ସେ ମୋ’ ପ୍ରତି ତାହା କରେ ଏବଂ ଯିଏ ମୋର ସ୍ୱାଗତ କରେ, ସେ ମୋ’ ପ୍ରେରଣକାରୀଙ୍କ ପ୍ରତି ତାହା କରେ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭକୁ ଗ୍ରହଣ କରିଥିବା ଲୋକମାନଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ “ଯେଉଁ ଲୋକ ତୁମ୍ଭକୁ ସ୍ୱୀକାର କରେ, ସେ ମୋତେ ମଧ୍ୟ ସ୍ୱୀକାର କରେ, ଯେଉଁ ଲୋକ ମୋତେ ସ୍ୱୀକାର କରେ, ସେ ମୋତେ ପଠାଇଥିବା ପରମେଶ୍ୱରଙ୍କକୁ ମଧ୍ୟ ସ୍ୱୀକାର କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।
Odia IRV 2017 (ଓଡିଆ ବାଇବେଲ)
ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಜೆ ಕೊನ್ ತುಮ್ಕಾ ಸ್ವಾಗತ್ ಕರ್ತಾ ತೊ ಮಾಕಾಚ್ ಸ್ವಾಗತ್ ಕರ್ತಾ; ಅನಿ ಜೊ ಕೊನ್ ಮಾಕಾ ಸ್ವಾಗತ್ ಕರ್ತಾ ತೊ ಮಾಕಾ ಧಾಡಲ್ಲ್ಯಾ ದೆವಾಕುಚ್ ಸ್ವಿಕಾರ್ ಕರ್ತಾ.