Matthew 10:41 — Compare Translations
7 translations compared side by side
Odia - 1840
"ଯାଉଁ ଲୋକ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତାଙ୍କୁ ଭଟେି ତାହାଙ୍କୁ ସ୍ବାଗତ କରେ, ତବେେ ସେ ଭବିଷ୍ଯଦ୍ବକ୍ତାର ପୁରସ୍କାର ପାଇବ। ଯେଉଁ ଲୋକ ଜଣେ ଧାର୍ମିକ ଲୋକକୁ ଧାର୍ମିକ ଲୋକ ରୂପେ ସ୍ବୀକାର କରେ ତବେେ ସେ ଧାର୍ମିକ ଲୋକର ପୁରସ୍କାର ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଭାବବାଦୀଙ୍କି ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ । ଆଉ, ଯେ ଧାର୍ମିକ ବ୍ୟକ୍ତିଙ୍କି ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କେହି ଜଣେ ଭାବବାସୀକୁ ଈଶ୍ୱରଙ୍କ ବାର୍ତ୍ତାବହ ରୂପେ ସ୍ୱାଗତ କରେ, ସେ ସେହି ଭାବବାଦୀଙ୍କ ପୁରସ୍କାରରେ ଅଂଶୀ ହେବ; ଏବଂ ଯେ କେହି ଜଣେ ସାଧୁ ବ୍ୟକ୍ତିକୁ ତା’ର ସାଧୁତା ଯୋଗୁ ଅଭ୍ୟର୍ଥନା କରେ, ସେହି ବ୍ୟକ୍ତିର ପୁରସ୍କାରରେ ସେ ଭାଗୀଦାର ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ପରମେଶ୍ୱରଙ୍କ ଭବିଷ୍ୟଦ୍ବକ୍ତାଙ୍କୁ ଭେଟି ତାହାଙ୍କୁ ସ୍ୱାଗତ କରେ, ତେବେ ସେ ଭବିଷ୍ୟଦ୍ବକ୍ତାର ପୁରସ୍କାର ପାଇବ। ଯେଉଁ ଲୋକ ଜଣେ ଧାର୍ମିକ ଲୋକକୁ ଧାର୍ମିକ ଲୋକ ରୂପେ ସ୍ୱୀକାର କରେ ତେବେ ସେ ଧାର୍ମିକ ଲୋକର ପୁରସ୍କାର ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଭାବବାଦୀଙ୍କୁ ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ। ଆଉ ଯେ ଧାର୍ମିକ ବ୍ୟକ୍ତିଙ୍କୁ ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ।
Odia IRV 2017 (ଓଡିଆ ବାଇବେଲ)
ଯେ ଭାବବାଦୀଙ୍କୁ ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ । ଆଉ ଯେ ଧାର୍ମିକ ବ୍ୟକ୍ତିଙ୍କୁ ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೊ ಕೊನ್ ದೆವಾಚಿ ಖಬರ್ ಸಾಂಗ್ತಲ್ಯಾಕ್ ತೊ ದೆವಾಚಿ ಖಬರ್ ಸಾಂಗ್ತಲೊಚ್ ಮನುನ್ ಸ್ವಾಗತ್ ಕರ್ತಾ ತೆಕಾ ತ್ಯಾ ದೆವಾಚಿ ಬರಿ ಖಬರ್ ಸಾಂಗ್ತಲ್ಯಾಚ್ಯಾ ಭೊಮಾನಾತ್ಲೊ ವಾಟೊ ಗಾವ್ತಾ. ಅನಿ ಕೊನ್ ತರ್ ಎಕಾ ಬರ್ಯಾ ಮಾನ್ಸಾಕ್ ತೊ ಬರೊ ಮಾನುಸ್ ಮನುನ್ ಸ್ವಾಗತ್ ಕರ್ತಾ ಹೊಲ್ಯಾರ್, ತ್ಯಾ ಬರ್ಯಾ ಮಾನ್ಸಾಚ್ಯಾ ಭೊಮಾನಾತ್ಲೊ ವಾಟೊ ತೆಕಾ ಗಾವ್ತಾ.