Matthew 10:42 — Compare Translations

7 translations compared side by side

Odia - 1840
"ଯଦି କହେି ଲୋକ ମାରେ ଏହି େଛାଟ ଓ ସରଳ ଶିଷ୍ଯମାନଙ୍କ ମଧ୍ଯରୁ କାହାରିକୁ ମାରେ ଶିଷ୍ଯ ବୋଲି କହି ସାହାର୍ୟ୍ଯ କରେ, ତବେେ ସେ ନିଶ୍ଚୟ ତାର ପୁରସ୍କାର ପାଇବ। ସେ ଯଦି ମାେ ଶିଷ୍ଯମାନଙ୍କୁ କାହାକୁ କବଳେ ଗିନାଏ ଥଣ୍ଡା ପାଣି ଦଇେଥାଏ, ତଥାପି ସେ ତାର ପୁରସ୍କାର ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି କେବଳ ଗିନାଏ ଥଣ୍ତା ପାଣି ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କେହି ମୋର ଜଣେ ସବୁଠାରୁ ପ୍ରିୟ ଶିଷ୍ୟକୁ ଗିପାଏ ଥଣ୍ଡା ପାଣି ଦିଏ, ସେ ନିଶ୍ଚୟ ପୁରସ୍କୃତ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କେହି ଲୋକ ମୋର ଏହି ଛୋଟ ଓ ସରଳ ଶିଷ୍ୟମାନଙ୍କ ମଧ୍ୟରୁ କାହାରିକୁ ମୋର ଶିଷ୍ୟ ବୋଲି କହି ସାହାଯ୍ୟ କରେ, ତେବେ ସେ ନିଶ୍ଚୟ ତା’ର ପୁରସ୍କାର ପାଇବ। ସେ ଯଦି ମୋ’ ଶିଷ୍ୟମାନଙ୍କୁ କାହାକୁ କେବଳ ଗିନାଏ ଥଣ୍ଡା ପାଣି ଦେଇଥାଏ, ତଥାପି ସେ ତା’ର ପୁରସ୍କାର ପାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି ଯଦି ଗିନାଏ ଥଣ୍ଡା ପାଣି ମଧ୍ୟ ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି କେବଳ ଗିନାଏ ଥଣ୍ଡା ପାଣି ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ ಗೊತ್ತ್ ರ್‍ಹಾಂವ್ದಿ, ಹ್ಯಾ ಮಾಜ್ಯಾ ಫಾಟ್ನಾ ರ್‍ಹಾತಲ್ಯಾತ್ಲ್ಯಾ ಎಕ್ ಬಾರಿಕ್ಲ್ಯಾಕ್ ಸೈತ್ ತೊ ಮಾಜ್ಯಾ ಫಾಟ್ನಾ ರ್‍ಹಾತಲೊ ಮನುನ್ ಗೊತ್ತ್ ರ್‍ಹವ್ನಬಿ ತೆಕಾ ಫಿವ್ಕ್ ಎಕ್ ಘುಟುಕ್‍ ಬರ್ ಸೈತ್ ಪಾನಿ ದಿಲ್ಯಾರ್, ತೆಕಾ ತೆಚೊ ಭೊಮಾನ್ ಗಾವುನುಚ್ ಗಾವ್ತಾ”. ಮನುನ್ ಸಾಂಗಟ್ಲ್ಯಾನ್, ಅನಿ ತೆಂಕಾ ಧಾಡುನ್ ದಿಲ್ಯಾನ್.