Matthew 10:5 — Compare Translations

7 translations compared side by side

Odia - 1840
"ଏହି ବାରଜଣ ଶିଷ୍ଯଙ୍କୁ ଯୀଶୁ ପଠାଇବା ବେଳେ ଏହି ଆଜ୍ଞା ଦେଲେ: କୌଣସି ଅଣଯିହୂଦୀ ଅଞ୍ଚଳକୁ ୟିବନାହିଁ କି ଶମିରୋଣର କୌଣସି ନଗର ରେ ପ୍ରବେଶ କରିବନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଏହି ଦ୍ଵାଦଶ ଜଣଙ୍କୁ ପ୍ରେରଣ କରି ସେମାନଙ୍କୁ ଆଜ୍ଞା ଦେଇ କହିଲେ, ବିଜାତିମାନଙ୍କ ନିକଟକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଏମାନଙ୍କୁ ପଠାଇବାବେଲେ ନିର୍ଦ୍ଦେଶ ଦେଇ କହିଲେ, “ତୁମେ ଅଶଯିହୁଦୀ ଦେଶକୁ ଯାଅ ନାହିଁ। କୌଣସି ଶମିରୋଣୀୟ ସହରକୁ ମଧ୍ୟ ଯାଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ବାରଜଣ ଶିଷ୍ୟଙ୍କୁ ଯୀଶୁ ପଠାଇବା ବେଳେ ଏହି ଆଜ୍ଞା ଦେଲେ: “କୌଣସି ଅଣଯିହୂଦୀ ଅଞ୍ଚଳକୁ ଯିବ ନାହିଁ କି ଶମିରୋଣର କୌଣସି ନଗରରେ ପ୍ରବେଶ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଏହି ବାର ଜଣଙ୍କୁ ପଠାଇ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଅଣଯିହୁଦୀମାନଙ୍କ ପାଖକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ,
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଏହି ବାର ଜଣଙ୍କୁ ପଠାଇ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଅଣଯିହୂଦୀମାନଙ୍କ ପାଖକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಬಾರಾ ಜಾನಾ ಶಿಸಾಕ್ನಿ ಜೆಜುನ್ ಸುಚ್ನಾ ದಿವ್ನ್, “ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾಂಚ್ಯಾ ನಾಹೊಲ್ಯಾರ್ ಸಮಾರಿಯಾಚ್ಯಾ ಗಾಂವಾತ್ನಿ ಜಾವ್‍ನಕಾಶಿ.