Matthew 11:1 — Compare Translations

7 translations compared side by side

Odia - 1840
"ଯୀଶୁ ତାହାଙ୍କର ବାର ଜଣ ଯାକ ଶିଷ୍ଯଙ୍କୁ ନିର୍ଦ୍ଦେଶ ଦଇେ ସାରିବା ପରେ ସେ ସ୍ଥାନ ଛାଡି ଗ୍ଭଲିଗଲେ। ସେ ଗାଲିଲୀ ପ୍ରଦେଶର ସହରମାନଙ୍କ ରେ ତାହାଙ୍କର ଉପଦେଶ ଓ ବାର୍ତ୍ତା ପ୍ରଚାର କରିବା ନିମନ୍ତେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଆପଣା ଦ୍ଵାଦଶ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ଉତ୍ତାରେ ଲୋକ- ମାନଙ୍କର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ପ୍ରସ୍ଥାନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାଙ୍କର ବାରଜଣ ଶିଷ୍ୟଙ୍କୁ ଏହି ସବୁ ନିର୍ଦ୍ଦେଶ ଦେଇ ସାରବା ପରେ ନିକଟବର୍ତ୍ତୀ ସହରମାନଙ୍କୁ ଯାଇ ଶିକ୍ଷା ଦେବାକୁ ଓ ପ୍ରଚାର କରିବାକୁ ଲାଗିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଓ ବାପ୍ତିଜକ ଯୋହନ ଯୀଶୁ ତାହାଙ୍କର ବାରଜଣ ଯାକ ଶିଷ୍ୟଙ୍କୁ ନିର୍ଦ୍ଦେଶ ଦେଇ ସାରିବା ପରେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେ ଗାଲିଲୀ ପ୍ରଦେଶର ସହରମାନଙ୍କରେ ତାହାଙ୍କର ଉପଦେଶ ଓ ବାର୍ତ୍ତା ପ୍ରଗ୍ଭର କରିବା ନିମନ୍ତେ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଆପଣା ବାର ଜଣ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ପରେ ଗାଲିଲୀର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ବାହାରିଗଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଆପଣା ବାର ଜଣ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ପରେ ଗାଲିଲୀର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ବାହାରିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಅಪ್ನಾಚ್ಯಾ ಬಾರಾ ಜಾನಾ ಶಿಸಾಕ್ನಿ ಸಾಂಗುನ್ ಸರಲ್ಲ್ಯಾ ಮಾನಾ, ಜೆಜು ತೊ ಜಾಗೊ ಸೊಡುನ್ ಥೈ ಹೊತ್ತ್ಯಾ ಜಗೊಳ್‍ಲ್ಯಾ ಶಾರಾತ್ನಿ ಶಿಕ್ವುಕ್ ಅನಿ ದೆವಾಚಿ ಬರಿ ಖಬರ್ ಸಾಂಗುಕ್ ಗೆಲೊ.