Matthew 11:10 — Compare Translations
7 translations compared side by side
Odia - 1840
"ଯୋହନଙ୍କ ବିଷୟ ରେ ଶାସ୍ତ୍ର ରେ ଲଖାେଅଛି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହାଙ୍କ ବିଷୟରେ ଏହା ଲେଖାଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଏହି ଯୋହନଙ୍କ ବିଷୟରେ ଶାସ୍ତ୍ରରେ ଲେଖାଯାଇଛି, ‘ଈଶ୍ୱର କହିଲେ, ତୁମ ପାଇଁ ପଥ ପ୍ରସ୍ତୁତ କରିବାକୁ ମୁଁ ପଥମେ ମୋ’ ଦୂତକୁ ପଠାଇବି’।
Odia Bible ERV 2004 (ପବିତ୍ର ବାଇବଲ)
ଯୋହନଙ୍କ ବିଷୟରେ ଶାସ୍ତ୍ରରେ ଲେଖାଅଛି: ‘ଦେଖ, ମୁଁ ତୁମ୍ଭ ଆଗରୁ ମୋର ଜଣେ ଦୂତଙ୍କୁ ପଠାଉଛି। ସେ ତୁମ୍ଭ ପାଇଁ ରାସ୍ତା ପ୍ରସ୍ତୁତ କରିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହାଙ୍କ ବିଷୟରେ ଏହା ଲେଖାଅଛି, ‘ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି।’
Odia IRV 2017 (ଓଡିଆ ବାଇବେଲ)
ଯାହାଙ୍କ ବିଷୟରେ ଏହା ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುವಾಂವ್ ಕೊನ್ ಕಾಯ್ ಮಟ್ಲ್ಯಾರ್, ಪವಿತ್ರ್ ಪುಸ್ತಕಾತ್ ದೆವ್ ತೆಚ್ಯಾ ವಿಶಯಾತ್ ಮನ್ತಾ, “ತುಜಿ ವಾಟ್ ತಯಾರ್ ಕರುಕ್ ಮಿಯಾ ಮಾಜಿ ಬಾತ್ಮಿ ಸಾಂಗ್ತಲ್ಯಾಕ್ ತುಜ್ಯಾ ಫಿಡೆ-ಫಿಡೆ ಧಾಡುನ್ ದಿತಾ.”